ସୂର୍ଯ୍ୟମଣୀ ଜେନା

ଉଇକିପିଡ଼ିଆ‌ରୁ
ସୂର୍ଯ୍ୟମଣୀ ଜେନା
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୪
ପୂର୍ବ ଅଧିକାରୀଜଗନ୍ନାଥ ମଲ୍ଲିକ
ପର ଅଧିକାରୀପରମେଶ୍ୱର ସେଠୀ
ନିର୍ବାଚନ ମଣ୍ଡଳୀଯାଜପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1943-06-06)ଜୁନ ୬, ୧୯୪୩
ମୃତ୍ୟୁ୧୩ ଜୁନ ୨୦୧୮(2018-06-13) (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀସରସ୍ୱତୀ ଜେନା
ବାପା/ବୋଉଅଗନୀ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ସୂର୍ଯ୍ୟମଣୀ ଜେନା (୬ ଜୁନ ୧୯୪୩ - ୧୩ ଜୁନ ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସୂର୍ଯ୍ୟମଣୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୯୫ ଓ ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସୂର୍ଯ୍ୟମଣୀ ଜେନା ୧୯୪୩ ମସିହାର ଜୁନ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଅଗନୀ ଜେନା ଏବଂ ପତ୍ନୀଙ୍କ ନାମ ସରସ୍ୱତୀ ଜେନା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୂର୍ଯ୍ୟମଣୀ ଜେନା ଓଡ଼ିଶା ରାଜନୀତିରେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ସୂର୍ଯ୍ୟମଣୀ ଜେନା ୨୦୧୮ ମସିହାର ଜୁନ ମାସ ୧୩ ତାରିଖରେ ମୃତ୍ୟବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Suryamani Jena". odishaassembly.nic.in. Odisha Assembly. Retrieved 19 November 2019.