ସୂର୍ଯ୍ୟ ନାରାୟଣ ପାତ୍ର

ଉଇକିପିଡ଼ିଆ ରୁ
Jump to navigation Jump to search
ସୂର୍ଯ୍ୟ ନାରାୟଣ ପାତ୍ର
Surjya Narayana Patro.jpg
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ନିର୍ବାଚନ ମଣ୍ଡଳୀଦିଗପହଣ୍ଡି
ବିଧାୟକ: ୧୦ମ, ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୯
ପୂର୍ବ ଅଧିକାରୀଶରତ କୁମାର ଜେନା
ପର ଅଧିକାରୀଚକ୍ରଧର ପାଇକ
ନିର୍ବାଚନ ମଣ୍ଡଳୀମୋହନା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1948-12-24) 24 December 1948 (age 72)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀରାଜଶ୍ରୀ ପାତ୍ର
ବାପା/ବୋଉପୋଲକି କାଶି ପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ସୂର୍ଯ୍ୟ ନାରାୟଣ ପାତ୍ର (ଜନ୍ମ: ୨୪ ଡିସେମ୍ବର ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ୧୬ଶ ଓଡ଼ିଶା ବିଧାନ ସଭାରେ ବାଚସ୍ପତି କାର୍ଯ୍ୟ କରୁଛନ୍ତି । ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମୋହନାଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ସୂର୍ଯ୍ୟ ୧୯୪୮ ମସିହାର ଡିସେମ୍ବର ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୋଲକି କାଶି ପାତ୍ର ଓ ପତ୍ନୀଙ୍କ ନାମ ରାଜଶ୍ରୀ ପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୂର୍ଯ୍ୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧] ପୂର୍ବରୁ ସେ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ବର୍ତ୍ତମାନ ବାଚସ୍ପତି ଭାବରେ କାର୍ଯ୍ୟ କରୁଛନ୍ତି ।

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ମୋହନା ଜନତା ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ମୋହନା ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ମୋହନା ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ମୋହନା ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଦିଗପହଣ୍ଡି ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଦିଗପହଣ୍ଡି ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ଦିଗପହଣ୍ଡି ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Surjya Narayana Patro". odishaassembly.nic.in. Odisha Assembly. Retrieved 1 January 2021.