ସୋମବାର

ଉଇକିପିଡ଼ିଆ‌ରୁ
Jump to navigation Jump to search


ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ ।

ଆଧାର[ସମ୍ପାଦନା]