ସୌଭାଗ୍ୟବତୀ

ଉଇକିପିଡ଼ିଆ ରୁ
Jump to navigation Jump to search
ସୌଭାଗ୍ୟବତୀ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକରଣଜିତ ରାଉତ
ସଂଳାପରମେଶ ପାଣିଗ୍ରାହୀ
ଚିତ୍ରନାଟ୍ୟବସନ୍ତ ସାହୁ
କାହାଣୀବସନ୍ତ ସାହୁ
କଳାକାରସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି
ସଙ୍ଗୀତସ୍ୱରୂପ ନାୟକ
ଚିତ୍ରଗ୍ରହଣଦିଲୀପ ରାୟ
ସମ୍ପାଦକଅଶୋକ ଶର୍ମା
ମୁକ୍ତିଲାଭ ତାରିଖ
୧୯୯୮
ଦେଶ ଭାରତ
ଭାଷାଓଡ଼ିଆ

ସୌଭାଗ୍ୟବତୀ, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରଣଜିତ ରାଉତ । ରମେଶ ପାଣିଗ୍ରାହୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅଶ୍ରୁମୋଚନ ମହାନ୍ତି, ରାକେଶ ଜୈନ, ଦେବୁ ବୋଷ, ସୁରେଶ ବଳ, ଜୟୀରାମ ସାମଲ, ରବି ମିଶ୍ର, ସରୋଜ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ଶ୍ରୀକାନ୍ତ ଦାସ ଓ ସ୍ୱରୂପ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

ବାହାର ଆଧାର[ସମ୍ପାଦନା]