Jump to content

ସୟଦ ଫୈଜଲ ହକ୍

ଉଇକିପିଡ଼ିଆ‌ରୁ
ସୟଦ ଫୈଜଲ ହକ୍
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା, ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭  ୧୯୫୨
ନିର୍ବାଚନ ମଣ୍ଡଳୀଉତ୍ତର କଟକ ତଥା ଅନୁଗୋଳ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳମୁସଲିମ୍‍ ଲିଗ୍‍
ବୃତ୍ତିରାଜନୀତିଜ୍ଞ

ସୟଦ ଫୈଜଲ ହକ୍ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର କଟକ ତଥା ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ରାଜନୈତିକ ଜୀବନ

[ସମ୍ପାଦନା]

ସୟଦ ଫୈଜଲ ହକ୍ ମୁସଲିମ୍‍ ଲିଗ୍‍ର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଦୁଇଥର କାର୍ଯ୍ୟ କରିଥିଲେ ।[]

  1. 1 2 "Shri Saiyid Fazle Haque". odishaassembly.nic.in. Odisha Assembly. Retrieved 9 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 9 January 2024.{{cite book}}: CS1 maint: unrecognized language (link)