ହବିବୁଲ୍ଲା ଖାଁ

ଉଇକିପିଡ଼ିଆ‌ରୁ
ହବିବୁଲ୍ଲା ଖାଁ
ବିଧାୟକ: ୫ମ, ୬ଷ୍ଠ, ୭ମ, ୮ମ, ୯ମ, ୧୦ମ, ୧୧ଶ, ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୫୭
ପୂର୍ବ ଅଧିକାରୀସଦାଶିବ ତ୍ରିପାଠୀ
ପର ଅଧିକାରୀମନୋହର ରନ୍ଧାରୀ
ନିର୍ବାଚନ ମଣ୍ଡଳୀନବରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1934-05-01)୧ ମଇ ୧୯୩୪
ମୃତ୍ୟୁ୧୪ ଫେବୃଆରୀ ୨୦୧୫(2015-02-14) (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱତନ୍ତ୍ର ପାର୍ଟି, କଂଗ୍ରେସ (ଇ)
ଜୀବନ ସାଥୀଜୟବୁଁ ନିଶା ବେଗମ
ବାପା/ବୋଉହାୟାତ ଖାଁ (ବାପା)
ବୃତ୍ତିରାଜନୀତିଜ୍ଞ

ହବିବୁଲ୍ଲା ଖାଁ (୧ ମଇ ୧୯୩୪ - ୧୪ ଫେବୃଆରୀ ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ନଅ ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪, ୧୯୭୭, ୧୯୮୦, ୧୯୮୫, ୧୯୯୦, ୧୯୯୫, ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନବରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ, ୮ମ, ୯ମ, ୧୦ମ, ୧୧ଶ, ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହବିବୁଲ୍ଲା ଖାଁ ୧୯୩୪ ମସିହାର ମଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାନ ହାୟାତ ଖାଁ ଓ ପତ୍ନୀଙ୍କ ନାମ ଜୟବୁଁ ନିଶା ବେଗମ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହବିବୁଲ୍ଲା ଖାଁ ଓଡ଼ିଶା ରାଜନୀତିରେ ପ୍ରଥମେ ସ୍ୱତନ୍ତ୍ର ପାର୍ଟି ଓ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ନଅ ଥର କାର୍ଯ୍ୟ କରିଥିଲେ । ୧୯୮୦ରୁ ୧୯୮୯ ମସିହା ଯାଏଁ ଓ ୧୯୯୫ରୁ ୧୯୯୯ ମସିହା ଯାଏଁ ସେ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ସ୍ୱତନ୍ତ୍ର ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ସ୍ୱତନ୍ତ୍ର ପାର୍ଟି
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ନବରଙ୍ଗପୁର କଂଗ୍ରେସ (ଇ)
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ଭାରତୀୟ ଜାତୀୟ କଂଗ୍ରେସ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ[ସମ୍ପାଦନା]

ହବିବୁଲ୍ଲା ଖାଁ ୨୦୧୫ ମସିହାର ଫେବୃଆରୀ ୧୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Habibulla Khan". odishaassembly.nic.in. Odisha Assembly. Retrieved 4 April 2022.
  2. "ହବିବୁଲ୍ଲା ଖାଁ", ଉଇକିପିଡ଼ିଆ, 2022-04-04, retrieved 2022-04-04