ହରଚାନ୍ଦ ହାଁସଦା

ଉଇକିପିଡ଼ିଆ‌ରୁ
ହରଚାନ୍ଦ ହାଁସଦା
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ନିର୍ବାଚନ ମଣ୍ଡଳୀଖୁଣ୍ଟା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀକପ୍ତିପଦା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୮୬
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳପ୍ରଜା ସୋସିଆଲିଷ୍ଟ ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀବଲି ଦେଇ
ବାପା/ବୋଉଭୀମ ଚରଣ ହାଁସଦା (ବାପା)
ବୃତ୍ତିରାଜନୀତିଜ୍ଞ

ହରଚାନ୍ଦ ହାଁସଦା (ମୃତ୍ୟୁ: ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କପ୍ତିପଦାଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହରଚାନ୍ଦ ହାଁସଦାଙ୍କ ବାପାଙ୍କ ନାମ ଭୀମ ଚରଣ ହାଁସଦା ଓ ପତ୍ନୀଙ୍କ ନାମ ବଲି ଦେଇ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହରଚାନ୍ଦ ହାଁସଦା ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ହରଚାନ୍ଦ ହାଁସଦା ୧୯୮୬ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Harachand Hansada". odishaassembly.nic.in. Odisha Assembly. Retrieved 14 October 2022.