ହରଚାନ୍ଦ ହାଁସଦା
ଦେଖଣା
ହରଚାନ୍ଦ ହାଁସଦା | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ନିର୍ବାଚନ ମଣ୍ଡଳୀ | ଖୁଣ୍ଟା |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ନିର୍ବାଚନ ମଣ୍ଡଳୀ | କପ୍ତିପଦା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୮୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ପ୍ରଜା ସୋସିଆଲିଷ୍ଟ ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସୋସିଆଲିଷ୍ଟ ପାର୍ଟି |
ଜୀବନ ସାଥୀ | ବଲି ଦେଇ |
ବାପା/ବୋଉ | ଭୀମ ଚରଣ ହାଁସଦା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହରଚାନ୍ଦ ହାଁସଦା (ମୃତ୍ୟୁ: ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କପ୍ତିପଦା ଓ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ହରଚାନ୍ଦ ହାଁସଦାଙ୍କ ବାପାଙ୍କ ନାମ ଭୀମ ଚରଣ ହାଁସଦା ଓ ପତ୍ନୀଙ୍କ ନାମ ବଲି ଦେଇ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହରଚାନ୍ଦ ହାଁସଦା ଓଡ଼ିଶା ରାଜନୀତିରେ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ହରଚାନ୍ଦ ହାଁସଦା ୧୯୮୬ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Harachand Hansada". odishaassembly.nic.in. Odisha Assembly. Retrieved 14 October 2022.