ହରିଜନ ମୀରୁ

ଉଇକିପିଡ଼ିଆ‌ରୁ
ହରିଜନ ମୀରୁ
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୭
ପୂର୍ବ ଅଧିକାରୀସଦାଶିବ ତ୍ରିପାଠୀ, ମୁଡ଼ି ନାଏକ
ପର ଅଧିକାରୀସଦାଶିବ ତ୍ରିପାଠୀ
ନିର୍ବାଚନ ମଣ୍ଡଳୀନବରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-01-01)୧ ଜାନୁଆରୀ ୧୯୨୪
ମୃତ୍ୟୁ୧୭ ଅକ୍ଟୋବର ୧୯୮୯(1989-10-17) (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକାଜଲ ଦେବୀ
ବାପା/ବୋଉଦଶରଥ ହରିଜନ (ବାପା)
ବୃତ୍ତିରାଜନୀତିଜ୍ଞ

ହରିଜନ ମୀରୁ (୧ ଜାନୁଆରୀ ୧୯୨୪ - ୧୭ ଅକ୍ଟୋବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୬ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନବରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହରିଜନ ମୀରୁ ୧୯୨୪ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଶରଥ ହରିଜନ ଓ ପତ୍ନୀଙ୍କ ନାମ କାଜଲ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହରିଜନ ମୀରୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ହରିଜନ ମୀରୁ ୧୯୮୯ ମସିହାର ଅକ୍ଟୋବର ୧୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Harijan Miru". odishaassembly.nic.in. Odisha Assembly. Retrieved 2 April 2022.