ହରିଜନ ମୀରୁ
Appearance
ହରିଜନ ମୀରୁ | |
---|---|
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୭ | |
ପୂର୍ବ ଅଧିକାରୀ | ସଦାଶିବ ତ୍ରିପାଠୀ, ମୁଡ଼ି ନାଏକ |
ପର ଅଧିକାରୀ | ସଦାଶିବ ତ୍ରିପାଠୀ |
ନିର୍ବାଚନ ମଣ୍ଡଳୀ | ନବରଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୨୪ |
ମୃତ୍ୟୁ | ୧୭ ଅକ୍ଟୋବର ୧୯୮୯ | (ବୟସ ୬୫)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କାଜଲ ଦେବୀ |
ବାପା/ବୋଉ | ଦଶରଥ ହରିଜନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ହରିଜନ ମୀରୁ (୧ ଜାନୁଆରୀ ୧୯୨୪ - ୧୭ ଅକ୍ଟୋବର ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୬ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନବରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ହରିଜନ ମୀରୁ ୧୯୨୪ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଶରଥ ହରିଜନ ଓ ପତ୍ନୀଙ୍କ ନାମ କାଜଲ ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ହରିଜନ ମୀରୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ହରିଜନ ମୀରୁ ୧୯୮୯ ମସିହାର ଅକ୍ଟୋବର ୧୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Harijan Miru". odishaassembly.nic.in. Odisha Assembly. Retrieved 2 April 2022.