ହରିହର ମିଶ୍ର (ରାଜନେତା)

ଉଇକିପିଡ଼ିଆ‌ରୁ
ହରିହର ମିଶ୍ର
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୧
ପର ଅଧିକାରୀରଘୁନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଜୟପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୧ ଅକ୍ଟୋବର ୧୯୭୫(୧୯୭୫-୧୦-୧୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀରେବତୀ ମିଶ୍ର
ବାପା/ବୋଉଗଦାଧର ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ହରିହର ମିଶ୍ର (ମୃତ୍ୟୁ: ୧୧ ଅକ୍ଟୋବର ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ହରିହର ମିଶ୍ରଙ୍କ ବାପାଙ୍କ ନାମ ଗଦାଧର ମିଶ୍ର ଓ ପତ୍ନୀଙ୍କ ନାମ ରେବତୀ ମିଶ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ହରିହର ମିଶ୍ର ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ହରିହର ମିଶ୍ର ୧୯୭୫ ମସିହାର ଅକ୍ଟୋବର ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Harihar Mishra". odishaassembly.nic.in. Odisha Assembly. Retrieved 21 March 2022.