ହିରୋଇନ
![]() | |
![]() | |
Clinical data | |
---|---|
Pronunciation | Heroin: /ˈhɛroʊɪn/ |
Synonyms | Diamorphine, Diacetylmorphine, Acetomorphine, (Dual) Acetylated morphine, Morphine diacetate |
AHFS/Drugs.com | entry |
Dependence liability | Physical: Very high Psychological: Very high |
Addiction liability | Highly[୨] |
Routes of administration | Intravenous, inhalation, transmucosal, by mouth, intranasal, rectal, intramuscular, subcutaneous, intrathecal |
ATC code | |
Legal status | |
Legal status |
|
Pharmacokinetic data | |
Bioavailability | ଜୈବ ଉପଲବ୍ଧି: <୩୫% (ପାଟିରେ), ୪୪–୬୧% (ଆଘ୍ରାଣରେ)[୩] |
Protein binding | 0% (morphine metabolite 35%) |
Metabolism | ଯକୃତ liver |
Onset of action | Within minutes[୪] |
Elimination half-life | 2–3 minutes[୫] |
Duration of action | ୪ରୁ ୫ ଘଣ୍ଟା[୬] |
Excretion | ନିଷ୍କାସନ ୯୦% ବୃକ୍କ (kidney) ଗ୍ଲୁକୁରୋନାଇଡ glucuronide ଆକାରରେ, ବାକିତକ ପିତ୍ତ biliary ମାଧ୍ୟମରେ । |
Identifiers | |
| |
CAS Number | |
PubChem CID | |
DrugBank | |
ChemSpider | |
UNII | |
ChEBI | |
ChEMBL | |
ECHA InfoCard | 100.008.380 ![]() |
Chemical and physical data | |
Formula | C21H23NO5 |
Molar mass | 369.41 g/mol |
3D model (JSmol) | |
| |
| |
(verify) |
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine,[୧] ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ ।[୨] ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । [୭][୮][୯] ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ ।[୧୦][୨] ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।[୨]
ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶ୍ୱାସକ୍ରିୟା କମିଯାଏ ଓ ହିରୋଇନ ନେଉଥିବା ଲୋକଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ ଲୋକ ନିର୍ଭରଶୀଳ (physically dependent) ହୋଇଯାଆନ୍ତି । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପୂଜ ଜମିବା, ଏଣ୍ଡୋକାର୍ଡ଼ାଇଟିସ (infected heart valves), ରକ୍ତବାହୀ ସଂକ୍ରମଣ, କୋଷ୍ଠକାଠିନ୍ୟ ଓ ନିମୋନିଆ ମୂଖ୍ୟତଃ ଦେଖାଯାଏ । ଦୀର୍ଘକାଳୀନ ବ୍ୟବହାରର ଇତିହାସ ଥିଲେ ବ୍ୟବହାର ବନ୍ଦ କରିବାର କିଛି ଘଣ୍ଟା ମଧ୍ୟରେ ପ୍ରତ୍ୟାହାର ଲକ୍ଷଣ ବାହାରିବା ଆରମ୍ଭ ହୋଇଯାଏ ।[୧୦] ଶିରାଭ୍ୟନ୍ତର ସଂଚାଳନ ପରେ ସମତୁଲ ମାତ୍ରାର ମର୍ଫିନ ଅପେକ୍ଷା ହିରୋଇନର ପ୍ରଭାବ ୨ରୁ ୩ଗୁଣ ଅଧିକ ହୁଏ ।[୨] ଧଳା ବା ମାଟିଆ ରଙ୍ଗର ପାଉଡର ଆକାରରେ ହିରୋଇନ ମିଳେ । [୧୦]
ହିରୋଇନ ଚିକିତ୍ସାରେ ନିଶା ଚିକିତ୍ସା (heroin addiction) ସହିତ ବ୍ୟବହାରିକ ଥେରାପି (behavioral therapy) ଓ ଔଷଧ ଦିଆଯାଏ । ଏଥିରେ ମେଥାଡନ ବା ନାଲଟ୍ରେକ୍ସନ (naltrexone) ଔଷଧ ବ୍ୟବହାର କରାଯାଏ । ହିରୋଇନ ଅଧିକ ମାତ୍ରା ହୋଇଥିଲେ ନାଲୋକ୍ସୋନ (naloxone) ଦେଇ ଚିକିତ୍ସା କରାଯାଏ ।[୧୦] ହିସାବ ଅନୁସାରେ ପ୍ରାୟ ୧୭ ନିୟୁତ ଲୋକ ଅଧୁନା ହିରୋଇନ ସେବନ କରୁଛନ୍ତି ଓ ଏତଦ୍ୱାରା ସନ ୨୦୧୫ରେ ୧୨୨,୦୦୦ମୃତ୍ୟୁ ହୋଇଛି ।[୧୧][୧୨] ଯୁକ୍ତରାଷ୍ଟ୍ର ଆମେରିକାର ୧.୬% ଲୋକ କୌଣସି ସମୟରେ ହିରୋଇନ ସେବନ କରୁଛନ୍ତି ।[୧୦] ଔଷଧ ସମ୍ପର୍କୀୟ ମୃତ୍ୟୁ ମଧ୍ୟରେ ଓପିଅଏଡ ସର୍ବାଧିକ ସାଧାରଣ କାରଣ ହୋଇଛି ।[୧୧]
ସନ ୧୮୭୪ରେ ଚାର୍ଲସ ରୋମଲେ ଆଲଡର ରାଇଟ ପ୍ରଥମେ ପାପାଭର ସୋମ୍ନିଫେରମର (opium poppy) ପ୍ରାକୃତିକ ଉପାଦାନ ମର୍ଫିନରୁ ହିରୋଇନ ପ୍ରସ୍ତୁତ କରିଥିଲେ ।[୧୩] ଆନ୍ତର୍ଜାତୀୟ କ୍ଷେତ୍ରରେ ହିରୋଇନ ଏକ ନିୟନ୍ତ୍ରିତ ଔଷଧ ।[୧୪] ଏହାର ତିଆରି, ବିନା ଲାଇସେନ୍ସରେ ବିକ୍ରୟ ବେଆଇନ (illegal) । [୧୫] ସନ ୨୦୧୫ରେ ପୃଥିବୀରେ ଉତ୍ପାଦିତ ସମୁଦାୟ ଅଫିମର ୬୬% କେବଳ ଆଫଗାନିସ୍ଥାନ ଦେଶରେ ପ୍ରସ୍ତୁତ ହୋଇଥିଲା । [୧୧] ଅନେକ ସମୟରେ ବେଆଇନ ଭାବରେ ବିକ୍ରୟ କରାଯାଉଥିବା ହିରୋଇନ ସହିତ ଚିନି ବା ସ୍ଟ୍ରିକନିନ (strychnine) ମଶ୍ରିତ କରାଯାଏ । [୨]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ Rang HP, Ritter JM, Flower RJ, Henderson G (2014). Rang & Dale's Pharmacology (8th ed.). Elsevier Health Sciences. p. 515. ISBN 9780702054976. Retrieved 12 ଅପ୍ରେଲ 2016.
While 'diamorphine' is the recommended International Nonproprietary Name (rINN), this drug is widely known as heroin.
- ↑ ୨.୦ ୨.୧ ୨.୨ ୨.୩ ୨.୪ ୨.୫ "Heroin". Drugs.com. 18 ମଇ 2014. Retrieved 19 ଅକ୍ଟୋବର 2016.
- ↑ Lua error in ମଡ୍ୟୁଲ:Citation/CS1 at line 828: Argument map not defined for this variable: ArticleNumber.
- ↑ Riviello, Ralph J. (2010). Manual of forensic emergency medicine : a guide for clinicians. Sudbury, Mass.: Jones and Bartlett Publishers. p. 41. ISBN 978-0-7637-4462-5.
- ↑ "Diamorphine Hydrochloride Injection 30 mg – Summary of Product Characteristics". electronic Medicines Compendium. ViroPharma Limited. 24 ସେପ୍ଟେମ୍ବର 2013. Retrieved 30 ମାର୍ଚ୍ଚ 2014.
- ↑ Field, John (2012). The Textbook of Emergency Cardiovascular Care and CPR. Lippincott Williams & Wilkins. p. 447. ISBN 978-1-4698-0162-9.
- ↑ Lua error in ମଡ୍ୟୁଲ:Citation/CS1 at line 828: Argument map not defined for this variable: ArticleNumber.
- ↑ Lua error in ମଡ୍ୟୁଲ:Citation/CS1 at line 828: Argument map not defined for this variable: ArticleNumber.
- ↑ Lua error in ମଡ୍ୟୁଲ:Citation/CS1 at line 828: Argument map not defined for this variable: ArticleNumber.
- ↑ ୧୦.୦ ୧୦.୧ ୧୦.୨ ୧୦.୩ ୧୦.୪ "DrugFacts—Heroin". National Institute on Drug Abuse. ଅକ୍ଟୋବର 2014. Retrieved 19 ଅକ୍ଟୋବର 2016.
- ↑ ୧୧.୦ ୧୧.୧ ୧୧.୨ "Statistical tables". World Drug Report 2016 (pdf). Vienna, Austria. ମଇ 2016. p. xii,. ISBN 978-92-1-057862-2. Retrieved 1 ଅଗଷ୍ଟ 2016.
{{cite book}}
: CS1 maint: extra punctuation (link) - ↑ Lua error in ମଡ୍ୟୁଲ:Citation/CS1 at line 828: Argument map not defined for this variable: ArticleNumber.
- ↑ A Century of International Drug Control (in ଇଂରାଜୀ). United Nations Publications. 2010. p. 49. ISBN 9789211482454.
- ↑ "Yellow List: List of Narcotic Drugs Under International Control" (PDF). International Narcotics Control Board. ଡିସେମ୍ବର 2004. Archived from the original (PDF) on 10 ମଇ 2012. Retrieved 5 ମଇ 2006. Referring URL = http://www.incb.org/incb/yellow_list.html
- ↑ Lyman, Michael D. (2013). Drugs in Society: Causes, Concepts, and Control (in ଇଂରାଜୀ). Routledge. p. 45. ISBN 9780124071674.