ହିରୋଗିରି

ଉଇକିପିଡ଼ିଆ‌ରୁ
ହିରୋଗିରି
ନିର୍ଦ୍ଦେଶକଅଶ୍ୱିନୀ ଗଡ଼ନାୟକ
ପ୍ରଯୋଜକସତ୍ୟପ୍ରିୟ ବେହେରା
ସଂଳାପନିର୍ମଳ ନାୟକ
ଚିତ୍ରନାଟ୍ୟନିର୍ମଳ ନାୟକ
କାହାଣୀସତ୍ୟପ୍ରିୟ ବେହେରା
କଳାକାରଆକାଶ ଦାସନାୟକ
ମେଘା ଘୋଷ
ସମରେଶ ରାଉତରାୟ
ପିଣ୍ଟୁ ନନ୍ଦ
ସ୍ନିଗ୍ଧା ମହାନ୍ତି
ସଙ୍ଗୀତଅଭିଜିତ ମଜୁମଦାର
ମୁକ୍ତିଲାଭ ତାରିଖ
୩୧ ଡିସେମ୍ବର ୨୦୨୧
ଦେଶ ଭାରତ
ଭାଷାଓଡ଼ିଆ

ହିରୋଗିରି, ୨୦୨୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ସତ୍ୟପ୍ରିୟ ବେହେରା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ଓ ଚିତ୍ରନାଟ୍ୟ ରଚନାର କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଅଶ୍ୱିନୀ ଗଡ଼ନାୟକ । ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[୧]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଆକାଶ ଦାସ ନାୟକ ଓ ମେଘା ଘୋଷ । ସମରେଶ ରାଉତରାୟ, ପିଣ୍ଟୁ ନନ୍ଦ, ସ୍ନିଗ୍ଧା ମହାନ୍ତି, ସଲିଲ ମିତ୍ର, ମୀନକେତନ, ଦେବୁ ବୋଷ, ପୁଷ୍ପା ପଣ୍ଡା, ଗୁଡ୍ଡୁ, ବିଦୁସ୍ମିତା, ପ୍ରକୃତି ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୨] ଏହି କଥାଚିତ୍ରଟି ୨୦୨୧ ମସିହାର ଡିସେମ୍ବର ୩୧ ତାରିଖରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର । ଗୀତିକାର ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ହ୍ୟୁମାନ ସାଗର, ପାମେଲା ଜୈନ, ଉଦିତ ନାରାୟଣ, ଅସୀମା ପଣ୍ଡା, ବିନୋଦ ରାଠୋଡ଼, ସ୍ୱୟମ ପାଢ଼ୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।[୫]

ଗୀତ[ସମ୍ପାଦନା]

କ୍ରମଗୀତଗାୟକସମୟ
1."ହିରୋଗିରି"ହ୍ୟୁମାନ ସାଗର 
2."ଗୋରା ମୁହଁରେ"ଉଦିତ ନାରାୟଣ, ପାମେଲ ଜୈନ 

ଆଧାର[ସମ୍ପାଦନା]

  1. "ରିଲିଜ୍ ହେବ ଆକାଶଙ୍କ 'ହିରୋଗିରି'". Prameya. 17 November 2021. Archived from the original on 31 December 2021. Retrieved 31 December 2021.
  2. "ନୂଆ ଓଡ଼ିଆ ଚଳଚ୍ଚିତ୍ର 'ହିରୋଗିରି' | Sambad". ସମ୍ବାଦ. sambad.in. 20 November 2021. Archived from the original on 31 December 2021. Retrieved 31 December 2021.
  3. ଓଝା, ଶିବଶଙ୍କର (28 November 2021). "ସାତ ବର୍ଷ ହେଲା ଦେଖା ନଥିଲା: ପୁଣି ବଡ଼ ପରଦାରେ ଜଲଓ୍ୱା ଦେଖାଇବେ ତିନି ଓଲିଉଡ ସୁନ୍ଦରୀ | Sambad". ସମ୍ବାଦ. sambad.in. Archived from the original on 30 May 2022. Retrieved 30 May 2022.
  4. "ଏହି ଆଗଧାଡ଼ିର ନିର୍ଦ୍ଦେଶକଙ୍କ ସହ ଥରଟିଏ କାମ କରିଛନ୍ତି ମେଘା". ସମ୍ବାଦ. ଭୁବନେଶ୍ୱର: sambad.in. 8 October 2022. Archived from the original on 12 October 2022. Retrieved 12 October 2022.
  5. "ପରଦାକୁ ଆସିବ ହିରୋଙ୍କ 'ହିରୋଗିର'". Prameya. 15 December 2021. Archived from the original on 31 December 2021. Retrieved 31 December 2021.

ବାହାର ଆଧାର[ସମ୍ପାଦନା]