୧ ଜାନୁଆରୀ
Jump to navigation
Jump to search
<< | ଜାନୁଆରୀ | >> | ||||
ରବି | ସୋମ | ମଙ୍ଗଳ | ବୁଧ | ଗୁରୁ | ଶୁକ୍ର | ଶନି |
୧ | ||||||
୨ | ୩ | ୪ | ୫ | ୬ | ୭ | ୮ |
୯ | ୧୦ | ୧୧ | ୧୨ | ୧୩ | ୧୪ | ୧୫ |
୧୬ | ୧୭ | ୧୮ | ୧୯ | ୨୦ | ୨୧ | ୨୨ |
୨୩ | ୨୪ | ୨୫ | ୨୬ | ୨୭ | ୨୮ | ୨୯ |
୩୦ | ୩୧ | |||||
୨୦୨୨ |
January 1 in recent years |
୨୦୨୨ (ଶନିବାର) |
୨୦୨୧ (ଶୁକ୍ରବାର) |
୨୦୨୦ (ବୁଧବାର) |
୨୦୧୯ (ମଙ୍ଗଳବାର) |
୨୦୧୮ (ସୋମବାର) |
୨୦୧୭ (ରବିବାର) |
୨୦୧୬ (ଶୁକ୍ରବାର) |
୨୦୧୫ (ଗୁରୁବାର) |
୨୦୧୪ (ବୁଧବାର) |
୨୦୧୩ (ମଙ୍ଗଳବାର) |
ଗ୍ରେଗୋରୀ ପାଞ୍ଜି ଅନୁସାରେ ୧ ଜାନୁଆରୀ ବର୍ଷର ପ୍ରଥମ ଦିବସ ଅଟେ । ବର୍ଷ ଶେଷ ହେବା ପାଇଁ ଆଉ ୩୬୪ ଦିନ ବାକି ଅଛି (ଅଧିବର୍ଷ ଗୁଡ଼ିକରେ ୩୬୫ ଦିନ ) ।
ଘଟଣାବଳୀ[ସମ୍ପାଦନା]
ଜନ୍ମ[ସମ୍ପାଦନା]
- ୧୮୮୫ – ଶଶି ଭୂଷଣ ରଥ, ପ୍ରଥମ ଦୈନିକ ଓଡ଼ିଆ ଖବରକାଗଜ 'ଦୈନିକଆଶା'ର ପ୍ରକାଶକ (ମୃତ୍ୟୁ: ୧୯ ମାର୍ଚ୍ଚ ୧୯୪୩)
- ୧୮୯୪ – ସତ୍ୟେନ୍ଦ୍ର ନାଥ ବୋଷ, ଭାରତୀୟ ପଦାର୍ଥ ବିଜ୍ଞାନୀ (ମୃତ୍ୟୁ : ୪ ଫେବୃଆରୀ ୧୯୭୪)
- ୧୯୧୪ – ନୁର ଇନାୟତ ଖାନ, ଭାରତୀୟ ମୂଳର ବ୍ରିଟିଶ ଗୁପ୍ତଚର ଥିଲେ (ମୃତ୍ୟୁ: ୧୩ ସେପ୍ଟେମ୍ବର ୧୯୪୪)
- ୧୯୧୬ – ଭୁବନେଶ୍ୱର ବେହେରା, ଶାରଳା ପୁରସ୍କାର ସମ୍ମାନିତ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ (ମୃତ୍ୟୁ: ୨୦୦୧)
- ୧୯୩୫ – ସୁଧାକର ସାହୁ, ଓଡ଼ିଶୀ ନୃତ୍ୟ ଗୁରୁ
- ୧୯୪୦ – ସାଧୁ ମେହେର, ଜୟଦେବ ପୁରସ୍କାର ସମ୍ମାନିତ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ, ଲେଖକ ଓ ପ୍ରଯୋଜକ
- ୧୯୬୦ – ନବକିଶୋର ମିଶ୍ର, ଗୀତୀକାର, ସଙ୍ଗୀତ ନିର୍ଦ୍ଦେଶକ ଓ ଓଡ଼ିଶୀ ଏବଂ ସମ୍ବଲପୁରୀ ନୃତ୍ୟଗୁରୁ
ମୃତ୍ୟୁ[ସମ୍ପାଦନା]
- ୨୦୦୯ – ଧୀରେନ୍ଦ୍ର ପଟ୍ଟନାୟକ, ଓଡ଼ିଶୀ ନୃତ୍ୟ ଗବେଷକ ଓ ଲେଖକ (ଜନ୍ମ: ୧ ଫେବୃଆରୀ ୧୯୩୩)
- ୨୦୧୩ – ବୈଷ୍ଣବ ଚରଣ ପଟ୍ଟନାୟକ, ସ୍ୱାଧୀନତା ସଂଗ୍ରାମୀ ଓ ରାଜନୀତିଜ୍ଞ (ଜନ୍ମ: ୨୯ ଅପ୍ରେଲ ୧୯୧୪)
ପର୍ବପର୍ବାଣି[ସମ୍ପାଦନା]
ଅଧିକ ତଥ୍ୟ[ସମ୍ପାଦନା]
![]() |
ଉଇକିମିଡ଼ିଆ କମନ୍ସରେ ୧ ଜାନୁଆରୀ ବାବଦରେ ମାଧ୍ୟମ ରହିଛି । |