ଅଚ୍ୟୁତାନନ୍ଦ ମହାନ୍ତି

ଉଇକିପିଡ଼ିଆ‌ରୁ
(Achyutananda Mohantyରୁ ଲେଉଟି ଆସିଛି)
ଅଚ୍ୟୁତାନନ୍ଦ ମହାନ୍ତି
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୩
ପୂର୍ବ ଅଧିକାରୀକୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା
ପର ଅଧିକାରୀଭାଗବତ ବେହେରା
ନିର୍ବାଚନ ମଣ୍ଡଳୀନୟାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1930-05-13)ମଇ ୧୩, ୧୯୩୦
ମୃତ୍ୟୁ୧୮ ନଭେମ୍ବର ୨୦୦୩(2003-11-18) (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଉତ୍କଳ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱାଧୀନ
ଜୀବନ ସାଥୀରେଣୁବାଳା ମହାନ୍ତି, ରମାମଣି ମହାନ୍ତି
ବାପା/ବୋଉକ୍ଷେତ୍ରବାସୀ ମହାନ୍ତି (ବାପା)
ବୃତ୍ତିରାଜନୀତିଜ୍ଞ

ଅଚ୍ୟୁତାନନ୍ଦ ମହାନ୍ତି (୧୩ ମଇ ୧୯୩୦ - ୧୮ ନଭେମ୍ବର ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଅଚ୍ୟୁତାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଚ୍ୟୁତାନନ୍ଦ ମହାନ୍ତି ୧୯୩୦ ମସିହାର ମଇ ମାସ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କ୍ଷେତ୍ରବାସୀ ମହାନ୍ତି ଏବଂ ପତ୍ନୀଙ୍କ ନାମ ରମାମଣି ମହାନ୍ତି ଓ ରେଣୁବାଳା ମହାନ୍ତି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଚ୍ୟୁତାନନ୍ଦ ଓଡ଼ିଶା ରାଜନୀତିରେ ଥରେ ଉତ୍କଳ କଂଗ୍ରେସର ପ୍ରାର୍ଥୀ ଭାବରେ ଓ ଥରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଅଚ୍ୟୁତାନନ୍ଦ ୨୦୦୩ ମସିହାର ନଭେମ୍ବର ମାସ ୧୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Achyutananda Mohanty". odishaassembly.nic.in. Odisha Assembly. Retrieved 7 May 2020.