Jump to content

ଏଇ ଆମ ସଂସାର

ଉଇକିପିଡ଼ିଆ‌ରୁ
(Ae Ama Sansaraରୁ ଲେଉଟି ଆସିଛି)
ଏଇ ଆମ ସଂସାର
ନିର୍ଦ୍ଦେଶକଶିଶିର ମିଶ୍ର
କଳାକାରଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ଶ୍ରୀରାମ ପଣ୍ଡା, ତନ୍ଦ୍ରା ରାୟ
ସଙ୍ଗୀତଅକ୍ଷୟ ମହାନ୍ତି
ମୁକ୍ତିଲାଭ ତାରିଖ
୧୯୮୬
ଦେଶ ଭାରତ
ଭାଷାଓଡ଼ିଆ

ଏଇ ଆମ ସଂସାର, ୧୯୮୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[] ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଶିଶିର ମିଶ୍ର[][][]

ଅଭିନୟ

[ସମ୍ପାଦନା]

ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି[]

  1. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
  2. "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 March 2020. Retrieved 27 August 2018.
  3. ୩.୦ ୩.୧ "ସଙ୍ଗୀତକାର ଅକ୍ଷୟ ମହାନ୍ତି ଏବଂ ଓଡ଼ିଆ ସିନେ ନିର୍ଦ୍ଦେଶକ". sambad.in. 12 October 2017. Retrieved 11 July 2018.
  4. "Five from Odisha get Padma honours". Odisha Sun Times. 25 January 2018. Retrieved 13 July 2018.
  5. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
  6. Orissa reference: glimpses of Orissa. TechnoCAD Systems. 2001.

ବାହାର ଆଧାର

[ସମ୍ପାଦନା]