ଆଗାପିଲ୍‍ ଲାକ୍ରା

ଉଇକିପିଡ଼ିଆ‌ରୁ
(Agapil Lakraରୁ ଲେଉଟି ଆସିଛି)
ଆଗାପିଲ୍‍ ଲାକ୍ରା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଶାନ୍ତି ପ୍ରକାଶ ଓରାମ
ନିର୍ବାଚନ ମଣ୍ଡଳୀରାଜଗାଙ୍ଗପୁର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପର ଅଧିକାରୀରବି ଦେହୁରୀ
ନିର୍ବାଚନ ମଣ୍ଡଳୀରଘୁନାଥପାଲୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1909-08-18)୧୮ ଅଗଷ୍ଟ ୧୯୦୯
ମୃତ୍ୟୁ୯ ଅପ୍ରେଲ ୧୯୯୮(1998-04-09) (ବୟସ ୮୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସଲୋମି ମିଞ୍ଜ
ବାପା/ବୋଉଥୋମାସ୍ ଲାକ୍ରା (ବାପା)
ବୃତ୍ତିରାଜନୀତିଜ୍ଞ

ଆଗାପିଲ୍‍ ଲାକ୍ରା (୧୮ ଅଗଷ୍ଟ ୧୯୦୯ - ୯ ଅପ୍ରେଲ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁରରଘୁନାଥପାଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଆଗାପିଲ୍‍ ଲାକ୍ରା ୧୯୦୯ ମସିହାର ଅଗଷ୍ଟ ମାସ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥୋମାସ୍ ଲାକ୍ରା ଓ ପତ୍ନୀଙ୍କ ନାମ ସଲୋମି ମିଞ୍ଜ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ଆଗାପିଲ୍‍ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ଆଗାପିଲ୍ ଲାକ୍ରା ୧୯୯୮ ମସିହାର ଅପ୍ରେଲ ୯ରେ ୮୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Agapil Lakra". odishaassembly.nic.in. Odisha Assembly. Retrieved 28 October 2020.