ଆଲବର୍ଟ ଆଇନଷ୍ଟାଇନ

ଉଇକିପିଡ଼ିଆ‌ରୁ
(Albert Einsteinରୁ ଲେଉଟି ଆସିଛି)
ଆଲବର୍ଟ ଆଇନଷ୍ଟାଇନ
୧୯୨୧ରେ ଆଲବର୍ଟ ଆଇନଷ୍ଟାଇନ
Born(1879-03-14)୧୪ ମାର୍ଚ୍ଚ ୧୮୭୯
Died୧୮ ଅପ୍ରେଲ ୧୯୫୫(1955-04-18) (ବୟସ ୭୬)
ପ୍ରିନ୍ସଟନ, ନ୍ୟୁ ଜର୍ସି, ଯୁକ୍ତରାଷ୍ଟ୍ର ଆମେରିକା
Citizenship
Alma mater
Known for
Spouse(s)ମିଲେଭା ମାରିକ୍ (୧୯୦୩-୧୯୧୯)
ଏଲିସା ଲୋୱେନ୍ଥାଲ୍, née Einstein, (୧୯୧୯–୧୯୩୬)
Awards
ବିଜ୍ଞାନୀ ଜୀବନ
କ୍ଷେତ୍ରପଦାର୍ଥ ବିଜ୍ଞାନ
କର୍ମାନୁଷ୍ଠାନ
ଡକ୍ଟରୀ ଉପଦେଷ୍ଟାଆଲ୍‌ଫ୍ରେଡ୍ କ୍ଲେନର୍
ଶିକ୍ଷକୀୟ ଉପଦେଷ୍ଟାହେନ୍ରିଚ୍ ଫ୍ରେଡ୍ରିଚ୍ ୱେବର୍
ଜଣାଶୁଣା ଛାତ୍ର
Signature

ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ୱ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ୱ ଏବଂ ବସ୍ତୁତ୍ୱ ଶକ୍ତି ସମୀକରଣ ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।

ବାଲ୍ୟକାଳ ଓ ଶିକ୍ଷା[ସମ୍ପାଦନା]

୧୯୪୮ର ଛବି

ଆଲବର୍ଟ ଆଇନଷ୍ଟାଇନ ଜର୍ମାନ ସାମ୍ରାଜ୍ୟର ଉର୍ଟମ୍ବର୍ଗ ରାଜ୍ୟରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ହର୍ମାନ ଆଇନଷ୍ଟାଇନ ଜଣେ ବ୍ୟବସାୟୀ ଓ ଯନ୍ତ୍ରୀ ଥିଲେ । ତାଙ୍କ ମାତା ଥିଲେ ପ'ଲିନ ଆଇନଷ୍ଟାଇନ। ଆଲବର୍ଟ ୫ ବର୍ଷ ବୟସରେ ଯୋଗ ଦେଲେ Catholic elementary schoolରେ ୩ବର୍ଷ ପାଇଁ ଓ ତା ପରେ ସେ Luitpold Gymnasiumରେ ଯୋଗ ଦେଲେ ସେଥି ସେ primary and secondary ସ୍କୁଲ ଶିକ୍ଷା ପାଇଥିଲେ ।

ବ୍ୟକ୍ତିଗତ ଜୀବନୀ[ସମ୍ପାଦନା]

୧୯୪୬ ମସିହାରେ ଆଇନଷ୍ଟାଇନ Lincoln University,Pennsylvaniaକୁ ଯାତ୍ରା କରିଥିଲେ ଓ ସେଠାରେ ସେ honorary degreeରେ ସମ୍ମାନିତ ହୋଇଥିଲେ ।

ଆଧାର[ସମ୍ପାଦନା]

  1. "Mohammad Raziuddin Siddiqui". Ias.ac.in. 2 January 1998. Retrieved 3 April 2011.