ଅଲେଖ କୁମାର ଜେନା

ଉଇକିପିଡ଼ିଆ‌ରୁ
(Alekh Kumar Jenaରୁ ଲେଉଟି ଆସିଛି)
ଅଲେଖ କୁମାର ଜେନା
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଅଂଶୁମାନ ମହାନ୍ତି
ପର ଅଧିକାରୀନଳିନୀକାନ୍ତ ମହାନ୍ତି
ନିର୍ବାଚନ ମଣ୍ଡଳୀରାଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1962-06-20)ଜୁନ ୨୦, ୧୯୬୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀବନୀତା ପଶ୍ୱଜାତ
ବାପା/ବୋଉଧୀରେନ୍ଦ୍ରନାଥ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଅଲେଖ କୁମାର ଜେନା (ଜନ୍ମ: ୨୦ ଜୁନ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି (ଭାଜପା)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଲେଖ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅଲେଖ କୁମାର ଜେନା ୧୯୬୨ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧୀରେନ୍ଦ୍ରନାଥ ଜେନା ଏବଂ ପତ୍ନୀଙ୍କ ନାମ ବନୀତା ପଶ୍ୱଜାତ ।[୧] ଅଲେଖଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅଲେଖ କୁମାର ଜେନା ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Alekh Kumar Jena". odishaassembly.nic.in. Odisha Assembly. Retrieved 7 April 2020.