ଅନନ୍ତରାମ ମାଝି

ଉଇକିପିଡ଼ିଆ‌ରୁ
(Anantaram Majhiରୁ ଲେଉଟି ଆସିଛି)
ଅନନ୍ତରାମ ମାଝି
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୫ ନଭେମ୍ବର ୨୦୦୭
ପୂର୍ବ ଅଧିକାରୀବିଭୀଷଣ ମାଝି
ପର ଅଧିକାରୀପୂର୍ଣ୍ଣ ଚନ୍ଦ୍ର ମାଝି
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୩ ମାର୍ଚ୍ଚ ୧୯୯୯
ପୂର୍ବ ଅଧିକାରୀଅଖିଳ ସୁଁଟା
ପର ଅଧିକାରୀବିଭୀଷଣ ମାଝି
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀଅଖିଳ ସୁଁଟା
ପର ଅଧିକାରୀଅଖିଳ ସୁଁଟା
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପର ଅଧିକାରୀଅଖିଳ ସୁଁଟା
ନିର୍ବାଚନ ମଣ୍ଡଳୀଲକ୍ଷ୍ମୀପୁର
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀକାମାୟା ମଣ୍ଡାଙ୍ଗୀ
ପର ଅଧିକାରୀହିମିରିକା ରଘୁନାଥ
ନିର୍ବାଚନ ମଣ୍ଡଳୀରାୟଗଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1934-01-10)୧୦ ଜାନୁଆରୀ ୧୯୩୪
ମୃତ୍ୟୁ୨୫ ନଭେମ୍ବର ୨୦୦୭(2007-11-25) (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀରାଜମଣି ମାଝି, ଲକ୍ଷ୍ମୀପ୍ରିୟା ମାଝି
ସନ୍ତାନପୂର୍ଣ୍ଣ ଚନ୍ଦ୍ର ମାଝି (ପୁଅ)
ବାପା/ବୋଉବିଶି ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଅନନ୍ତରାମ ମାଝି (୧୦ ଜାନୁଆରୀ ୧୯୩୪ - ୨୫ ନଭେମ୍ବର ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୪, ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାୟଗଡ଼ାଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅନନ୍ତରାମ ମାଝି ୧୯୩୪ ମସିହାର ଜାନୁଆରୀ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶି ମାଝି ଏବଂ ପତ୍ନୀଙ୍କ ନାମ ରାଜମଣି ମାଝି ଓ ଲକ୍ଷ୍ମୀପ୍ରିୟା ମାଝି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅନନ୍ତରାମ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୯୯ ମସିହାରେ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ରାୟଗଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଲକ୍ଷ୍ମୀପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଲକ୍ଷ୍ମୀପୁର କଂଗ୍ରେସ (ଇ)
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ଲକ୍ଷ୍ମୀପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୩ ମାର୍ଚ୍ଚ ୧୯୯୯ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଲକ୍ଷ୍ମୀପୁର ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୫ ନଭେମ୍ବର ୨୦୦୭ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଲକ୍ଷ୍ମୀପୁର ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ[ସମ୍ପାଦନା]

ଅନନ୍ତରାମ ମାଝି ୨୦୦୭ ମସିହାର ନଭେମ୍ବର ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Anantaram Majhi". odishaassembly.nic.in. Odisha Assembly. Retrieved 17 February 2022.