ଅନନ୍ତରାମ ନନ୍ଦ

ଉଇକିପିଡ଼ିଆ‌ରୁ
(Anantaram Nandaରୁ ଲେଉଟି ଆସିଛି)
ଅନନ୍ତରାମ ନନ୍ଦ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ନିର୍ବାଚନ ମଣ୍ଡଳୀବିଙ୍କା
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୧
ପର ଅଧିକାରୀଦଉଲତ ଗଣ୍ଡ
ନିର୍ବାଚନ ମଣ୍ଡଳୀସୋନପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1917-08-01)୧ ଅଗଷ୍ଟ ୧୯୧୭
ମୃତ୍ୟୁ୫ ଜାନୁଆରୀ ୧୯୯୫(1995-01-05) (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଗଣତନ୍ତ୍ର ପରିଷଦ
ଜୀବନ ସାଥୀସିନ୍ଧୁ କୁମାରୀ ନନ୍ଦ
ବାପା/ବୋଉକେଶବ ନନ୍ଦ (ବାପା)
ବୃତ୍ତିରାଜନୀତିଜ୍ଞ

ଅନନ୍ତରାମ ନନ୍ଦ (୧ ଅଗଷ୍ଟ ୧୯୧୭ - ୫ ଜାନୁଆରୀ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋନପୁରବିଙ୍କା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଅନନ୍ତରାମ ନନ୍ଦ ୧୯୧୭ ମସିହାର ଅଗଷ୍ଟ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କେଶବ ନନ୍ଦ ଏବଂ ପତ୍ନୀଙ୍କ ନାମ ସିନ୍ଧୁ କୁମାରୀ ନନ୍ଦ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଅନନ୍ତରାମ ନନ୍ଦ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ସୋନପୁର ଗଣତନ୍ତ୍ର ପରିଷଦ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ସୋନପୁର ଗଣତନ୍ତ୍ର ପରିଷଦ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ବିଙ୍କା ସ୍ୱତନ୍ତ୍ର ପାର୍ଟି

ମୃତ୍ୟୁ[ସମ୍ପାଦନା]

ଅନନ୍ତରାମ ନନ୍ଦ ୧୯୯୫ ମସିହାର ଜାନୁଆରୀ ୫ ତାରିଖରେ ୭୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Anantaram Nanda". odishaassembly.nic.in. Odisha Assembly. Retrieved 21 August 2021.