ଅରକ୍ଷିତ ନାଏକ
ଦେଖଣା
(Arakshita Naikରୁ ଲେଉଟି ଆସିଛି)
ଅରକ୍ଷିତ ନାଏକ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଭାଗିରଥୀ ନାଏକ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ-ହିନ୍ଦୋଳ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଅରକ୍ଷିତ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଅରକ୍ଷିତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀତ ହେବା ପରେ ୧୯୫୨ ମସିହାରେ ହୋଇଥିବା ପ୍ରଥମ ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ-ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅରକ୍ଷିତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ଆଧାର
[ସମ୍ପାଦନା]- ↑ "Shri Arkhit Naik". odishaassembly.nic.in. Odisha Assembly. Retrieved 13 August 2020.