ଅର୍ଜୁନ ମାଝି
Appearance
(Arjun Majhiରୁ ଲେଉଟି ଆସିଛି)
ଅର୍ଜୁନ ମାଝି | |
---|---|
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୮୦ | |
ପୂର୍ବ ଅଧିକାରୀ | ସିଦ୍ଧଲାଲ ମୁର୍ମୁ |
ପର ଅଧିକାରୀ | ସିଦ୍ଧଲାଲ ମୁର୍ମୁ |
ନିର୍ବାଚନ ମଣ୍ଡଳୀ | ରାଇରଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୪୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ଫୁଲ ମାଝି |
ବାପା/ବୋଉ | ଭରତ ଚନ୍ଦ୍ର ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅର୍ଜୁନ ମାଝି (ଜନ୍ମ: ୧ ଜାନୁଆରୀ ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ଅର୍ଜୁନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅର୍ଜୁନ ମାଝି ୧୯୪୦ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭରତ ଚନ୍ଦ୍ର ମାଝି ଏବଂ ପତ୍ନୀଙ୍କ ନାମ ଫୁଲ ମାଝି ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅର୍ଜୁନ ମାଝି ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Arjun Majhi". odishaassembly.nic.in. Odisha Assembly. Retrieved 21 October 2019.