ଅରୁଣ କୁମାର ସାହୁ
ଦେଖଣା
(Arun Kumar Sahooରୁ ଲେଉଟି ଆସିଛି)
ଅରୁଣ କୁମାର ସାହୁ | |
---|---|
ବିଧାୟକ: ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ମନ୍ଦାକିନୀ ବେହେରା |
ନିର୍ବାଚନ ମଣ୍ଡଳୀ | ନୟାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୬ ଜୁନ ୧୯୬୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସୌଭାଗ୍ୟ ମଞ୍ଜରୀ ସାମନ୍ତରାୟ |
ବାପା/ବୋଉ | ଦଣ୍ଡଧର ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅରୁଣ କୁମାର ସାହୁ (ଜନ୍ମ: ୬ ଜୁନ ୧୯୬୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅରୁଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅରୁଣ କୁମାର ସାହୁ ୧୯୬୭ ମସିହାର ଜୁନ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଣ୍ଡଧର ସାହୁ ଏବଂ ପତ୍ନୀଙ୍କ ନାମ ସୌଭାଗ୍ୟ ମଞ୍ଜରୀ ସାମନ୍ତରାୟ ।[୧] ଅରୁଣ ପି.ଏଚ୍.ଡି. କରିବା ସହିତ ଓକିଲାତି ପଢ଼ିଛନ୍ତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅରୁଣ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ନୟାଗଡ଼ | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ନୟାଗଡ଼ | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ନୟାଗଡ଼ | ବିଜୁ ଜନତା ଦଳ |
୨୦୧୯ | -- | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ନୟାଗଡ଼ | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Arun Kumar Sahoo". odishaassembly.nic.in. Odisha Assembly. Retrieved 4 May 2020.