ବାଇଧର ବେହେରା

ଉଇକିପିଡ଼ିଆ‌ରୁ
(Baidhar Beheraରୁ ଲେଉଟି ଆସିଛି)
ବାଇଧର ବେହେରା
ବାଇଧର ବେହେରା
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୫ – ୧୯୬୭
ପୂର୍ବ ଅଧିକାରୀପୂର୍ଣ୍ଣାନନ୍ଦ ସାମଲ
ପର ଅଧିକାରୀସୁରେନ୍ଦ୍ର ନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀସାଲେପୁର
ସାଂସଦ: ୪ର୍ଥ ଲୋକ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୦
ପୂର୍ବ ଅଧିକାରୀରାମଚନ୍ଦ୍ର ମଲ୍ଲିକ
ପର ଅଧିକାରୀଅନାଦୀ ଚରଣ ଦାସ
ନିର୍ବାଚନ ମଣ୍ଡଳୀଯାଜପୁର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀବଟକୃଷ୍ଣ ଜେନା
ପର ଅଧିକାରୀକାଳନ୍ଦୀ ଚରଣ ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁମାର୍ଚ୍ଚ ୧୬, ୧୯୯୫(୧୯୯୫-୦୩-୧୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ପ୍ରଜା ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀଇଚ୍ଛାମୟୀ ବେହେରା
ବାପା/ବୋଉକ୍ଷେତ୍ରବାସୀ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ବାଇଧର ବେହେରା (ମୃତ୍ୟୁ: ୧୬ ମାର୍ଚ୍ଚ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୬୭ ଭାରତୀୟ ସାଧାରଣ ନିର୍ବାଚନରେ ସେ ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବାଇଧର ବେହେରାଙ୍କ ବାପାଙ୍କ ନାମ କ୍ଷେତ୍ରବାସୀ ବେହେରା ଏବଂ ପତ୍ନୀଙ୍କ ନାମ ଇଚ୍ଛାମୟୀ ବେହେରା ।[୧] ବାଇଧରଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବାଇଧର ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ ପ୍ରଜା ସୋସିଆଲିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବାଇଧର ବେହେରା ୧୯୯୫ ମସିହାର ମାର୍ଚ୍ଚ ମାସ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Baidhar Behera". odishaassembly.nic.in. Odisha Assembly. Retrieved 24 November 2019.