Jump to content

ବାଇଧର ନାଏକ

ଉଇକିପିଡ଼ିଆ‌ରୁ
(Baidhar Naikରୁ ଲେଉଟି ଆସିଛି)
ବାଇଧର ନାୟକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀମୃତ୍ୟୁଞ୍ଜୟ ପାଳ
ନିର୍ବାଚନ ମଣ୍ଡଳୀପାଲଲହଡ଼ା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ବାଇଧର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ବାଇଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[]

ମୃତ୍ୟୁ

[ସମ୍ପାଦନା]

ବାଇଧରଙ୍କର ମୃତ୍ୟୁ ପାଇଁ ୧୯୭୯ ମସିହାର ଫେବୃଆରୀ ମାସ ୨ ତାରିଖରେ ବିଧାନ ସଭାରେ ଶୋକ ସଭାର ଆୟୋଜନ କରାଯାଇଥିଲା ।[]

  1. ୧.୦ ୧.୧ ୧.୨ "Shri Baidhar Naik". odishaassembly.nic.in. Odisha Assembly. Retrieved 22 July 2020.