ବାଇଧର ସିଂହ

ଉଇକିପିଡ଼ିଆ‌ରୁ
(Baidhar Singhରୁ ଲେଉଟି ଆସିଛି)
ବାଇଧର ସିଂହ
ବାଇଧର ସିଂହ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀନାରାୟଣ ଚନ୍ଦ୍ର ପତି
ପର ଅଧିକାରୀଆନନ୍ଦ ମଞ୍ଜରୀ ଦେବୀ
ନିର୍ବାଚନ ମଣ୍ଡଳୀସୁକିନ୍ଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1926-05-10)ମଇ ୧୦, ୧୯୨୬
ମୃତ୍ୟୁ୨୫ ଡିସେମ୍ବର ୨୦୦୯(2009-12-25) (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରଙ୍ଗଲତା ସିଂହ
ବାପା/ବୋଉଅନନ୍ତ ଚରଣ ବଳିଆର ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ବାଇଧର ସିଂହ (୧୦ ମଇ ୧୯୨୬ - ୨୫ ଡିସେମ୍ବର ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ବାଇଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବାଇଧର ସିଂହ ୧୯୨୬ ମସିହାର ମଇ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଅନନ୍ତ ଚରଣ ବଳିଆର ସିଂହ ଏବଂ ପତ୍ନୀଙ୍କ ନାମ ରଙ୍ଗଲତା ସିଂହ ।[୧] ବାଇଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍‌ରୁ କମ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବାଇଧର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ବାଇଧର ୨୦୦୯ ମସିହାର ଡିସେମ୍ବର ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Baidhar Singh". odishaassembly.nic.in. Odisha Assembly. Retrieved 10 November 2019.