ବସନ୍ତ ବେହେରା

ଉଇକିପିଡ଼ିଆ‌ରୁ
(Basanta Beheraରୁ ଲେଉଟି ଆସିଛି)
ବସନ୍ତ ବେହେରା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀହରିହର ଭୋଇ
ପର ଅଧିକାରୀଗୋପୀନାଥ ଭୋଇ
ନିର୍ବାଚନ ମଣ୍ଡଳୀବାଲିପାଟଣା
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀଗୋପୀନାଥ ଭୋଇ
ପର ଅଧିକାରୀହୃଷିକେଶ ନାୟକ
ନିର୍ବାଚନ ମଣ୍ଡଳୀବାଲିପାଟଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1910-02-01)ଫେବୃଆରୀ ୧, ୧୯୧୦
ମୃତ୍ୟୁ୪ ଜୁନ ୧୯୯୩(1993-06-04) (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ (ଇ)
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ (ଆର୍)
ଜୀବନ ସାଥୀସୁମିତ୍ରା ବେହେରା
ବାପା/ବୋଉବିଶ୍ୱନାଥ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ବସନ୍ତ ବେହେରା (୧ ଫେବୃଆରୀ ୧୯୧୦ - ୪ ଜୁନ ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବସନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୭୧ ଓ ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବସନ୍ତ ବେହେରା ୧୯୧୦ ମସିହାର ଫେବୃଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶ୍ୱନାଥ ବେହେରା ଓ ପତ୍ନୀଙ୍କ ନାମ ସୁମିତ୍ରା ବେହେରା ।[୧] ବସନ୍ତଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବସନ୍ତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ (ଇ) ଓ ଭାରତୀୟ ଜାତୀୟ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ମୃତ୍ୟୁ[ସମ୍ପାଦନା]

ବସନ୍ତ ବେହେରା ୧୯୯୩ ମସିହାର ଜୁନ ମାସ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Basanta Behera". odishaassembly.nic.in. Odisha Assembly. Retrieved 20 June 2020.