ଭାବଗ୍ରାହୀ ନାୟକ

ଉଇକିପିଡ଼ିଆ‌ରୁ
(Bhabagrahi Nayakରୁ ଲେଉଟି ଆସିଛି)
ଭାବଗ୍ରାହୀ ନାୟକ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀସାହେବ ନାଏକ
ପର ଅଧିକାରୀସାହେବ ନାଏକ
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1935-05-07)ମଇ ୭, ୧୯୩୫
ମୃତ୍ୟୁ୨୪ ଜାନୁଆରୀ ୨୦୦୭(2007-01-24) (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀସୁପ୍ରଭା ନାୟକ
ବାପା/ବୋଉଜଗନ୍ନାଥ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଭାବଗ୍ରାହୀ ନାୟକ (୭ ମଇ ୧୯୩୫ - ୨୪ ଜାନୁଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଭାବଗ୍ରାହୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଭାବଗ୍ରାହୀ ନାୟକ ୧୯୩୫ ମସିହାର ମଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ନାୟକ ଏବଂ ପତ୍ନୀଙ୍କ ନାମ ସୁପ୍ରଭା ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଭାବଗ୍ରାହୀ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥଲେ ।[୧]

ମୃତ୍ୟୁ[ସମ୍ପାଦନା]

ଭାବଗ୍ରାହୀ ନାୟକ ୨୦୦୭ ମସିହାର ଜାନୁଆରୀ ମାସ ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Bhabagrahi Nayak". odishaassembly.nic.in. Odisha Assembly. Retrieved 26 April 2020.