ଭାବଗ୍ରାହୀ ନାୟକ
ଭାବଗ୍ରାହୀ ନାୟକ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ସାହେବ ନାଏକ |
ପର ଅଧିକାରୀ | ସାହେବ ନାଏକ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମଇ ୭, ୧୯୩୫ |
ମୃତ୍ୟୁ | ୨୪ ଜାନୁଆରୀ ୨୦୦୭ | (ବୟସ ୭୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ସୁପ୍ରଭା ନାୟକ |
ବାପା/ବୋଉ | ଜଗନ୍ନାଥ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭାବଗ୍ରାହୀ ନାୟକ (୭ ମଇ ୧୯୩୫ - ୨୪ ଜାନୁଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଭାବଗ୍ରାହୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭାବଗ୍ରାହୀ ନାୟକ ୧୯୩୫ ମସିହାର ମଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ନାୟକ ଏବଂ ପତ୍ନୀଙ୍କ ନାମ ସୁପ୍ରଭା ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଭାବଗ୍ରାହୀ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥଲେ ।[୧]
ମୃତ୍ୟୁ
[ସମ୍ପାଦନା]ଭାବଗ୍ରାହୀ ନାୟକ ୨୦୦୭ ମସିହାର ଜାନୁଆରୀ ମାସ ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା ।