ଭରତ ଚନ୍ଦ୍ର ହୋତା
ଦେଖଣା
(Bharat Chandra Hotaରୁ ଲେଉଟି ଆସିଛି)
ଭରତ ଚନ୍ଦ୍ର ହୋତା | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | ଗଣନାଥ ପ୍ରଧାନ |
ପର ଅଧିକାରୀ | ଚିତ୍ତରଞ୍ଜନ କର |
ନିର୍ବାଚନ ମଣ୍ଡଳୀ | ବରଗଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୪ ଜୁଲାଇ ୨୦୦୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ତିଳୋତ୍ତମା ହୋତା |
ବାପା/ବୋଉ | ନଟବର ହୋତା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭରତ ଚନ୍ଦ୍ର ହୋତା (ମୃତ୍ୟୁ: ୪ ଜୁଲାଇ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବା ଓ ଶିକ୍ଷା
[ସମ୍ପାଦନା]ଭରତ ଚନ୍ଦ୍ର ହୋତାଙ୍କ ବାପାଙ୍କ ନାମ ନଟବର ହୋତା ଏବଂ ପତ୍ନୀଙ୍କ ନାମ ତିଳୋତ୍ତମା ହୋତା।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଭରତ ଚନ୍ଦ୍ର ହୋତା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଭରତ ଚନ୍ଦ୍ର ହୋତା ୨୦୦୦ ମସିହାର ଜୁଲାଇ ୪ ତାରିଖରେ ମୃତ୍ୟୁବରଣ କରିଥିଲେ । ୭ ଜୁଲାଇ ୨୦୦୦ରେ ବିଧାନ ସଭା ଗୃହରେ ତାଙ୍କ ପାଇଁ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bharat Chandra Hota". odishaassembly.nic.in. Odisha Assembly. Retrieved 24 October 2021.