ଭାସ୍କର ମଢ଼େଇ

ଉଇକିପିଡ଼ିଆ‌ରୁ
(Bhaskar Madheiରୁ ଲେଉଟି ଆସିଛି)
ଭାସ୍କର ମାଢ଼େଇ
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀରାବଣେଶ୍ୱର ମଢ଼େଇ
ପର ଅଧିକାରୀଶ୍ରୀନାଥ ସୋରେନ
ନିର୍ବାଚନ ମଣ୍ଡଳୀଉଦଳା
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଗୋଲକ ବିହାରୀ ନାଏକ
ନିର୍ବାଚନ ମଣ୍ଡଳୀଉଦଳା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-06-05) ୫ ଜୁନ ୧୯୬୯ (ବୟସ ୫୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀବାସନ୍ତୀ ମଢ଼େଇ
ବାପା/ବୋଉଭୁକିଳ ମଢ଼େଇ (ବାପା)
ବୃତ୍ତିରାଜନୀତିଜ୍ଞ

ଭାସ୍କର ମାଢ଼େଇ (ଜନ୍ମ: ୫ ଜୁନ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଭାସ୍କର ୧୯୬୯ ମସିହାର ଜୁନ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୁକିଳ ମଢ଼େଇ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ବାସନ୍ତୀ ମଢ଼େଇ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶ୍ରୀନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପୂର୍ବରୁ ଦୁଇଥର କାର୍ଯ୍ୟ କରିଛନ୍ତି ଏବଂ ବର୍ତ୍ତମାନ ୧୬ଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Bhaskar Madhei". odishaassembly.nic.in. Odisha Assembly. Retrieved 2 September 2019.