ବିଭୀଷଣ ମାଝି
ଦେଖଣା
(Bibhisana Majhiରୁ ଲେଉଟି ଆସିଛି)
ବିଭୀଷଣ ମାଝି | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ଅନନ୍ତରାମ ମାଝି |
ପର ଅଧିକାରୀ | ଅନନ୍ତରାମ ମାଝି |
ନିର୍ବାଚନ ମଣ୍ଡଳୀ | ଲକ୍ଷ୍ମୀପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩୦ ଜୁନ ୧୯୭୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | କଶାଇ ମାଝି |
ବାପା/ବୋଉ | ସରାଜୁ ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଭୀଷଣ ମାଝି (ଜନ୍ମ: ୩୦ ଜୁନ ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିଭୀଷଣ ମାଝି ୧୯୭୨ ମସିହାର ଜୁନ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସରାଜୁ ମାଝି ଓ ପତ୍ନୀଙ୍କ ନାମ କଶାଇ ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଭୀଷଣ ମାଝି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bibhisana Majhi". odishaassembly.nic.in. Odisha Assembly. Retrieved 22 February 2022.