ବିଡିକା ମାଲନା
ଦେଖଣା
(Bidika Mallanaରୁ ଲେଉଟି ଆସିଛି)
ବିଡିକା ମାଲନା | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ନିର୍ବାଚନ ମଣ୍ଡଳୀ | ନାରାୟଣପାଟଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜୁଲାଇ ୧୯୩୨ |
ମୃତ୍ୟୁ | ୪ ଫେବୃଆରୀ ୧୯୯୩ | (ବୟସ ୬୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ନିର୍ମଳା ଦେବୀ |
ବାପା/ବୋଉ | ବିଡିକା କୋମନ୍ନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିଡିକା ମାଲନା (୧୫ ଜୁଲାଇ ୧୯୩୨ - ୪ ଫେବୃଆରୀ ୧୯୯୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନାରାୟଣପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିଡିକା ମାଲନା ୧୯୩୨ ମସିହାର ଜୁଲାଇ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଡିକା କୋମନ୍ନା ଓ ପତ୍ନୀଙ୍କ ନାମ ନିର୍ମଳା ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିଡିକା ମାଲନା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବିଡିକା ମାଲନା ୧୯୯୩ ମସିହାର ଫେବୃଆରୀ ୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bidika Mallana". odishaassembly.nic.in. Odisha Assembly. Retrieved 16 October 2022.