ବିକ୍ରମ କେଶରୀ ଆରୁଖ

ଉଇକିପିଡ଼ିଆ‌ରୁ
(Bikram Keshari Arukhaରୁ ଲେଉଟି ଆସିଛି)
ବିକ୍ରମ କେଶରୀ ଆରୁଖ
ବିଧାୟକ: ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ଏବେଯାଏଁ
ପୂର୍ବ ଅଧିକାରୀରାମକୃଷ୍ଣ ଗୌଡ଼
ନିର୍ବାଚନ ମଣ୍ଡଳୀଭଞ୍ଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1962-09-28) ୨୮ ସେପ୍ଟେମ୍ବର ୧୯୬୨ (ବୟସ ୬୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀଜୟ ଲକ୍ଷ୍ମୀ ଆରୁଖ
ବାପା/ବୋଉବଳଭଦ୍ର ଆରୁଖ (ବାପା)
ବୃତ୍ତିରାଜନୀତିଜ୍ଞ

ବିକ୍ରମ କେଶରୀ ଆରୁଖ (ଜନ୍ମ: ୨୮ ସେପ୍ଟେମ୍ବର ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିକ୍ରମ ୧୯୬୨ ମସିହାର ସେପ୍ଟେମ୍ବର ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଳଭଦ୍ର ଆରୁଖ ଓ ପତ୍ନୀଙ୍କ ନାମ ଜୟ ଲକ୍ଷ୍ମୀ ଆରୁଖ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିକ୍ରମ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଭଞ୍ଜନଗର ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଭଞ୍ଜନଗର ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଭଞ୍ଜନଗର ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଭଞ୍ଜନଗର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ଭଞ୍ଜନଗର ବିଜୁ ଜନତା ଦଳ
୨୦୧୯ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ଭଞ୍ଜନଗର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Bikram Keshari Arukha". odishaassembly.nic.in. Odisha Assembly. Retrieved 28 January 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Bikram Keshari Arukha-ସମ୍ପର୍କିତ ମିଡ଼ିଆ