ଜୀବ ବିଜ୍ଞାନ

ଉଇକିପିଡ଼ିଆ‌ରୁ
(Biologyରୁ ଲେଉଟି ଆସିଛି)
ପ୍ରାଣୀ
ଉଦ୍ଭିଦ: ଗହମ
କବକ: ମୋର୍ଚ୍ଚେଲା ଏଷ୍କ୍ଯୁଲେଣ୍ଟା
ବୀଜାଣୁ
ଆର୍କିଆ: ହାଲୋଆର୍କିଆ
ଭୂତାଣୁ: ଗାମା ବ୍ଯାକ୍ଟେରିଆଭୋଜୀ

ଜୀବବିଜ୍ଞାନ ହେଉଛି ଜୀବନ ତଥା ଜୀବମାନଙ୍କ ଉପରେ ଗବେଷଣା କରୁଥିବା ପ୍ରାକୃତିକ ବିଜ୍ଞାନର ଏକ ଶାଖା । ଏଥିରେ ଜୀବମାନଙ୍କର ବାହ୍ଯ ଗଠନ, ଅନ୍ତର୍ଗଠନ, ଆଣବିକ ପ୍ରକ୍ରିୟା, ରାସାୟନିକ ପ୍ରକ୍ରିୟା ଇତ୍ୟାଦି ମଧ୍ଯ ଅନ୍ତର୍ଭୁକ୍ତ ।[୧]

ଜୀବବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ୱ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।[୨]

  1. କୋଷ ହେଉଛି ଜୀବନ ଧାରଣାର ଏକକ
  2. ନୂଆ ପ୍ରାଣୀମାନଙ୍କ ସୃଷ୍ଟି ଓ ବିଭେଦାୟନ ହେଉଛି ସୃଷ୍ଟିର ତିଆରି
  3. ଜିନ ହେଉଛି ବିଭେଦାୟନର ଏକକ
  4. କୌଣସି ଏକ ଜୀବ ଏହାର ଅବସ୍ଥାଟିକୁ ସଚଳ ରଖିବା ଲାଗି ତାହାର ଆଭ୍ୟନ୍ତରୀଣ ପରିବେଶକୁ ସେଇ ଅନୁସାରେ ରଖିଥାଏ
  5. ବଞ୍ଚିଥିବା ଜୀବ ଶକ୍ତି ଗ୍ରହଣ ଓ ପ୍ରବାହ କରିଥାନ୍ତି

ଆଧାର[ସମ୍ପାଦନା]

  1. Based on definition from: "Aquarena Wetlands Project glossary of terms". Texas State University at San Marcos. Archived from the original on 2004-06-08.
  2. Avila, Vernon L. (1995). Biology: Investigating life on earth. Boston: Jones and Bartlett. pp. 11–18. ISBN 0-86720-942-9.

ଅଧିକ ତଥ୍ୟ[ସମ୍ପାଦନା]