ବିପିନ ବିହାରୀ ଦାଶ

ଉଇକିପିଡ଼ିଆ‌ରୁ
(Bipin Bihari Dashରୁ ଲେଉଟି ଆସିଛି)
ବିପିନ ବିହାରୀ ଦାଶ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀଅଭିମନ୍ୟୁ ରଣସିଂହ
ପର ଅଧିକାରୀକିରଣ ଲେଖା ମହାନ୍ତି
ନିର୍ବାଚନ ମଣ୍ଡଳୀପିପିଲି
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀକିରଣ ଲେଖା ମହାନ୍ତି
ପର ଅଧିକାରୀପ୍ରଦୀପ ମହାରଥୀ
ନିର୍ବାଚନ ମଣ୍ଡଳୀପିପିଲି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1949-05-02) ୨ ମଇ ୧୯୪୯ (ବୟସ ୭୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସରସ୍ୱତୀ ଦାଶ
ବାପା/ବୋଉଅର୍ଜୁନ ଦାଶ (ବାପା)
ବୃତ୍ତିରାଜନୀତିଜ୍ଞ

ବିପିନ ବିହାରୀ ଦାଶ (ଜନ୍ମ: ୨ ମଇ ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବିପିନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବିପିନ ବିହାରୀ ଦାଶ ୧୯୪୯ ମସିହାର ମଇ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଅର୍ଜୁନ ଦାଶ ଓ ପତ୍ନୀଙ୍କ ନାମ ସରସ୍ୱତୀ ଦାଶ ।[୧] ବିପିନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବିପିନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Bipin Dash". odishaassembly.nic.in. Odisha Assembly. Retrieved 11 June 2020.