ବୀରଭଦ୍ର ସିଂହ

ଉଇକିପିଡ଼ିଆ‌ରୁ
(Birabhadra Singhରୁ ଲେଉଟି ଆସିଛି)
ବୀରଭଦ୍ର ସିଂହ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ନିର୍ବାଚନ ମଣ୍ଡଳୀଖୁଣ୍ଟା
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀରାବଣେଶ୍ୱର ମଢ଼େଇ
ପର ଅଧିକାରୀରାବଣେଶ୍ୱର ମଢ଼େଇ
ନିର୍ବାଚନ ମଣ୍ଡଳୀଉଦଳା
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ନିର୍ବାଚନ ମଣ୍ଡଳୀଖୁଣ୍ଟା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1945-03-03) ୩ ମାର୍ଚ୍ଚ ୧୯୪୫ (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଉତ୍କଳ କଂଗ୍ରେସ, ଜନତା ପାର୍ଟି
ଜୀବନ ସାଥୀମାଳତୀ ସିଂହ
ବାପା/ବୋଉଦଲକା ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ବୀରଭଦ୍ର ସିଂହ (ଜନ୍ମ: ୩ ମାର୍ଚ୍ଚ ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ବୀରଭଦ୍ର ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସ ଓ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ତିନିଥର ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୭୧, ୧୯୭୭ ଓ ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୭ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ବୀରଭଦ୍ର ସିଂହ ୧୯୪୫ ମସିହାର ମାର୍ଚ୍ଚ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଲକା ସିଂହ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ମାଳତୀ ସିଂହ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବୀରଭଦ୍ର ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସ ଓ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Birabhadra Singh". odishaassembly.nic.in. Odisha Assembly. Retrieved 29 August 2019.