ବିରାମ ମୁର୍ମୁ
ଦେଖଣା
(Biram Murmuରୁ ଲେଉଟି ଆସିଛି)
ବିରାମ ମୁର୍ମୁ | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ନିର୍ବାଚନ ମଣ୍ଡଳୀ | ଖୁଣ୍ଟା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୫୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଦୁଲାରୀ ମୁର୍ମୁ |
ବାପା/ବୋଉ | ଗୌର ମୋହନ ମୁର୍ମୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ବିରାମ ମୁର୍ମୁ (ଜନ୍ମ: ୧ ଜାନୁଆରୀ ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ବିରାମ ମୁର୍ମୁ ୧୯୫୨ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୌର ମୋହନ ମୁର୍ମୁ ଓ ପତ୍ନୀଙ୍କ ନାମ ଦୁଲାରୀ ମୁର୍ମୁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବିରାମ ମୁର୍ମୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Biram Murmu". odishaassembly.nic.in. Odisha Assembly. Retrieved 1 September 2022.