ବୀରେନ ମିତ୍ର

ଉଇକିପିଡ଼ିଆ‌ରୁ
(Biren Mitraରୁ ଲେଉଟି ଆସିଛି)
ବୀରେନ ମିତ୍ର
ବୀରେନ ମିତ୍ର
ମୁଖ୍ୟମନ୍ତ୍ରୀ, ଓଡ଼ିଶା
କାର୍ଯ୍ୟକାଳ
୨ ଅକ୍ଟୋବର ୧୯୬୩ – ୨୧ ଫେବୃଆରୀ ୧୯୬୫
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୨ୟ, ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୭୧
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପୂର୍ବ ଅଧିକାରୀପ୍ରାଣନାଥ ପଟ୍ଟନାୟକ
ପର ଅଧିକାରୀରାଜା ବୀରକିଶୋର ଦେବ
ନିର୍ବାଚନ ମଣ୍ଡଳୀକଟକ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1917-11-26)୨୬ ନଭେମ୍ବର ୧୯୧୭
କଟକ, ଓଡ଼ିଶା
ମୃତ୍ୟୁ୨୫ ମଇ ୧୯୭୮(1978-05-25) (ବୟସ ୬୦)
ଶ୍ରୀ ରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଇଶ୍ୱରମା ମିତ୍ର
ଶିକ୍ଷାନୁଷ୍ଠାନରେଭେନ୍ସା ମହାବିଦ୍ୟାଳୟ, ପ୍ୟାରୀମୋହନ ଏକାଡେମୀ

ବୀରେନ ମିତ୍ର (୨୬ ନଭେମ୍ବର ୧୯୧୭–୨୫ ମଇ ୧୯୭୮), ଜଣେ ଓଡ଼ିଆ ରାଜନୈତିକ ନେତା ଓ ସମାଜ ସଂସ୍କାରକ ଥିଲେ । ସେ ୨ ଅକ୍ଟୋବର୧୯୬୩ଠାରୁ ୨୧ ଫେବୃଆରୀ୧୯୬୫ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । [୧] ସେ ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶା ବିଧାନ ସଭାକୁ କଟକ ସଦରରୁ କଂଗ୍ରେସ ପ୍ରାଥୀ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୩ ମସିହାରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଓ ୧୯୬୫ ମସିହାରେ ଇସ୍ତଫା ଦେଇଥିଲେ । [୨]

ବୀରେନ, ୧୯୧୭ ମସିହାରେ କଟକର କାଠଗଡା ସାହିରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା "ବିପିନ ବିହାରୀ ମିତ୍ର" । ସେ କଟକର ପ୍ୟାରୀମୋହନ ଏକାଡେମୀ ଓ ରେଭେନ୍ସା ମହାବିଦ୍ୟାଳୟରୁ ଶିକ୍ଷାଗ୍ରହଣ କରିଥିଲେ । ସେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ "ଅଗଷ୍ଟ ବିପ୍ଳବ"ରେ ଅଂଶଗ୍ରହଣ କରିଥିଲେ । ହରେକୃଷ୍ଣ ମହତାବ ଥିଲେ ବୀରେନଙ୍କ ରାଜନୈତିକ ଗୁରୁ ଓ ସହକର୍ମୀ ।[୩]

ଆଧାର[ସମ୍ପାଦନା]

  1. "Bio-Data of Chief Ministers of Orissa" (PDF). Orissa Reference Manual - 2004. p. 191. Retrieved 01 May 2012. {{cite web}}: Check date values in: |accessdate= (help) Father : Late Bipin Behari Mitra; Married to Shrimati Iswarama Mitra; Father of two sons and one daughter
  2. https://web.archive.org/web/20100525063145/http://orissa.gov.in:80/e-magazine/orissaannualreference/ORA-2004/pdf/biodata_CM_orissa.pdf
  3. "ଆଜି ଶ୍ରାଦ୍ଧବାର୍ଷିକୀ". ସମ୍ବାଦ ୨୫/୦୫/୨୦୧୮ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୪. Retrieved 25 May 2018.[permanent dead link]