ବୀରେନ୍ଦ୍ର କୁମାର ସାହୁ

ଉଇକିପିଡ଼ିଆ‌ରୁ
(Birendra Kumar Sahooରୁ ଲେଉଟି ଆସିଛି)
ବୀରେନ୍ଦ୍ର କୁମାର ସାହୁ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ନିର୍ବାଚନ ମଣ୍ଡଳୀମେଳଛାମୁଣ୍ଡା
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୩
ନିର୍ବାଚନ ମଣ୍ଡଳୀମେଳଛାମୁଣ୍ଡା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1935-12-20)୨୦ ଡିସେମ୍ବର ୧୯୩୫
ମୃତ୍ୟୁ୮ ଅପ୍ରେଲ ୨୦୦୫(2005-04-08) (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀପ୍ରିୟମ୍ବଦା ସାହୁ
ବାପା/ବୋଉରାଜକୁମାର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ବୀରେନ୍ଦ୍ର କୁମାର ସାହୁ (୨୦ ଡିସେମ୍ବର ୧୯୩୫ - ୮ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମେଳଛାମୁଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବୀରେନ୍ଦ୍ର କୁମାର ସାହୁ ୧୯୩୫ ମସିହାର ଡିସେମ୍ବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜକୁମାର ସାହୁ ଓ ପତ୍ନୀଙ୍କ ନାମ ପ୍ରିୟମ୍ବଦା ସାହୁ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବୀରେନ୍ଦ୍ର କୁମାର ସାହୁ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିରେ ଓ ପରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ସ୍ୱତନ୍ତ୍ର ପାର୍ଟି
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ସ୍ୱତନ୍ତ୍ର ପାର୍ଟି
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ମେଳଛାମୁଣ୍ଡା ଜନତା ପାର୍ଟି

ମୃତ୍ୟୁ[ସମ୍ପାଦନା]

ବୀରେନ୍ଦ୍ର କୁମାର ସାହୁ ୨୦୦୫ ମସିହାର ଅପ୍ରେଲ ୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Birendra Kumar Sahoo". odishaassembly.nic.in. Odisha Assembly. Retrieved 22 September 2022.