ବ୍ରଜ କିଶୋର ପ୍ରଧାନ

ଉଇକିପିଡ଼ିଆ‌ରୁ
(Braja Kishore Pradhanରୁ ଲେଉଟି ଆସିଛି)
ବ୍ରଜ କିଶୋର ପ୍ରଧାନ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀମହେଶ ସାହୁ
ନିର୍ବାଚନ ମଣ୍ଡଳୀତାଳଚେର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-07-07) ୭ ଜୁଲାଇ ୧୯୭୫ (ବୟସ ୪୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉପୂର୍ଣ୍ଣ ଚନ୍ଦ୍ର ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ବ୍ରଜ କିଶୋର ପ୍ରଧାନ (ଜନ୍ମ: ୭ ଜୁଲାଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବ୍ରଜ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତୁ । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ବ୍ରଜ କିଶୋର ପ୍ରଧାନ ୧୯୭୫ ମସିହାର ଜୁଲାଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ବ୍ରଜ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ତାଳଚେର ସ୍ୱାଧୀନ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ତାଳଚେର ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ତାଳଚେର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. "Shri Braja Kishore Pradhan". odishaassembly.nic.in. Odisha Assembly. Retrieved 17 July 2020.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Braja Kishore Pradhan-ସମ୍ପର୍କିତ ମିଡ଼ିଆ