ବୃନ୍ଦାବନ ଚନ୍ଦ୍ର ସିଂହ
ଦେଖଣା
(Brundaban Chandra Singhରୁ ଲେଉଟି ଆସିଛି)
ବୃନ୍ଦାବନ ଚନ୍ଦ୍ର ସିଂହ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୬ | |
ପୂର୍ବ ଅଧିକାରୀ | କୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା |
ପର ଅଧିକାରୀ | ଅଚ୍ୟୁତାନନ୍ଦ ମହାନ୍ତି |
ନିର୍ବାଚନ ମଣ୍ଡଳୀ | ନୟାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ବୃନ୍ଦାବନ ଚନ୍ଦ୍ର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୃନ୍ଦାବନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ବୃନ୍ଦାବନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ବୃନ୍ଦାବନ ୧୯୬୬ ମସିହାରେ ମୃତ୍ୟୁବରଣ କରିଥିଲେ । ୨୧ ଫେବୃଆରୀ ୧୯୬୬ରେ ତାଙ୍କ ପାଇଁ ବିଧାନ ସଭାରେ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Brundaban Chandra Singh". odishaassembly.nic.in. Odisha Assembly. Retrieved 5 May 2020.