ଚକ୍ରଧର ପାଇକ
ଦେଖଣା
(Chakradhar Paikରୁ ଲେଉଟି ଆସିଛି)
ଚକ୍ରଧର ପାଇକ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ସୂର୍ଯ୍ୟ ନାରାୟଣ ପାତ୍ର |
ପର ଅଧିକାରୀ | ବାସନ୍ତୀ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ମୋହନା |
୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ନିର୍ବାଚନ ମଣ୍ଡଳୀ | ରାମଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୪୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ସୂର୍ଯ୍ୟକାନ୍ତି ପାଇକ |
ବାପା/ବୋଉ | ଜଗନ୍ନାଥ ପାଇକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଚକ୍ରଧର ପାଇକ (ଜନ୍ମ: ୧ ଜୁଲାଇ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୧୯୭୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଗିରି ଓ ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଚକ୍ରଧର ପାଇକ ୧୯୪୩ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ପାଇକ ଓ ପତ୍ନୀଙ୍କ ନାମ ସୂର୍ଯ୍ୟକାନ୍ତି ପାଇକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଚକ୍ରଧର ପାଇକ ଓଡ଼ିଶା ରାଜନୀତିରେ ପ୍ରଥମେ ଉତ୍କଳ କଂଗ୍ରେସ ଓ ପରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Chakradhar Paik". odishaassembly.nic.in. Odisha Assembly. Retrieved 1 August 2022.