ଚିନ୍ମୟ ପ୍ରସାଦ ବେହୁରା
ଦେଖଣା
(Chinmaya Prasad Behuraରୁ ଲେଉଟି ଆସିଛି)
ଚିନ୍ମୟ ପ୍ରସାଦ ବେହୁରା | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | କୁଳମଣି ରାଉତ |
ପର ଅଧିକାରୀ | ଦେବାଶିଷ ନାୟକ |
ନିର୍ବାଚନ ମଣ୍ଡଳୀ | ବରୀ-ଡେରାବିଶ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜୁନ ୧୯୬୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ମାନସୀ ବେହୁରା |
ବାପା/ବୋଉ | ଚୈତନ୍ୟାନନ୍ଦ ବେହୁରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଚିନ୍ମୟ ପ୍ରସାଦ ବେହୁରା (ଜନ୍ମ: ୧୫ ଜୁନ ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଚିନ୍ମୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]ଚିନ୍ମୟ ପ୍ରସାଦ ବେହୁରା ୧୯୬୦ ମସିହାର ଜୁନ ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଚୈତନ୍ୟାନନ୍ଦ ବେହୁରା ଓ ପତ୍ନୀଙ୍କ ନାମ ମାନସୀ ବେହୁରା ।[୧] ଚିନ୍ମୟଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଚିନ୍ମୟ ପ୍ରସାଦ ବେହୁରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]