ଦେବରାଜ ସାହୁ

ଉଇକିପିଡ଼ିଆ‌ରୁ
(Debaraja Sahuରୁ ଲେଉଟି ଆସିଛି)
ଦେବରାଜ ସାହୁ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀକୁମୁଦ ଚନ୍ଦ୍ର ସିଂହ
ପର ଅଧିକାରୀଅଦ୍ୱୈତ ପ୍ରସାଦ ସିଂହ
ନିର୍ବାଚନ ମଣ୍ଡଳୀଅନୁଗୋଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1929-01-03) ୩ ଜାନୁଆରୀ ୧୯୨୯ (ବୟସ ୯୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଉତ୍କଳ କଂଗ୍ରେସ
ଜୀବନ ସାଥୀତରଙ୍ଗବାଳା ସାହୁ
ବାପା/ବୋଉଟଙ୍କଧର ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ଦେବରାଜ ସାହୁ (ଜନ୍ମ: ୩ ଜାନୁଆରୀ ୧୯୨୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦେବରାଜ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦେବରାଜ ସାହୁ ୧୯୨୯ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଟଙ୍କଧର ସାହୁ ଓ ପତ୍ନୀଙ୍କ ନାମ ତରଙ୍ଗବାଳା ସାହୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ସ୍ନାତକ ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦେବରାଜ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Debaraja Sahu". odishaassembly.nic.in. Odisha Assembly. Retrieved 24 June 2020.