ଦେବେନ୍ଦ୍ର ଶର୍ମା

ଉଇକିପିଡ଼ିଆ‌ରୁ
(Devendra Sharmaରୁ ଲେଉଟି ଆସିଛି)
ଦେବେନ୍ଦ୍ର ଶର୍ମା
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀପ୍ରତାପ କେଶରୀ ଦେବ
ପର ଅଧିକାରୀପ୍ରତାପ କେଶରୀ ଦେବ
ନିର୍ବାଚନ ମଣ୍ଡଳୀଆଳି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-03-18) ୧୮ ମାର୍ଚ୍ଚ ୧୯୫୯ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଦେବେନ୍ଦ୍ର ଶର୍ମା (ଜନ୍ମ: ୧୮ ମାର୍ଚ୍ଚ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଦେବେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦେବେନ୍ଦ୍ର ଶର୍ମା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Devendra Sharma". odishaassembly.nic.in. Odisha Assembly. Retrieved 30 March 2020.