ଧନେଶ୍ୱର ମାଝି

ଉଇକିପିଡ଼ିଆ‌ରୁ
(Dhaneswar Majhiରୁ ଲେଉଟି ଆସିଛି)
ଧନେଶ୍ୱର ମାଝି
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଭୂପିନ୍ଦର ସିଂହ
ପର ଅଧିକାରୀଭୂପିନ୍ଦର ସିଂହ
ନିର୍ବାଚନ ମଣ୍ଡଳୀନର୍ଲା
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ନିର୍ବାଚନ ମଣ୍ଡଳୀକେସିଙ୍ଗା
ସାଂସଦ: ରାଜ୍ୟ ସଭା
କାର୍ଯ୍ୟକାଳ
୧୯୭୮ – ୧୯୮୪
ନିର୍ବାଚନ ମଣ୍ଡଳୀଓଡ଼ିଶା
ବିଧାୟକ: ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୭
ପୂର୍ବ ଅଧିକାରୀଅଞ୍ଚଳ ମାଝି
ପର ଅଧିକାରୀତେଜରାଜ ମାଝି
ନିର୍ବାଚନ ମଣ୍ଡଳୀନର୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1941-07-05) ୫ ଜୁଲାଇ ୧୯୪୧ (ବୟସ ୮୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜନତା ପାର୍ଟି, ସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀତିଳୋତ୍ତମା ମାଝି
ବାପା/ବୋଉଅମର ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଧନେଶ୍ୱର ମାଝି (ଜନ୍ମ: ୫ ଜୁଲାଇ ୧୯୪୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଛନ୍ତି । ୧୯୭୧, ୧୯୭୪, ୨୦୦୦, ୨୦୦୪ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେସିଙ୍ଗାନର୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୧୨ଶ, ୧୩ଶ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୮ ମସିହାରେ ସେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଧନେଶ୍ୱର ମାଝି ୧୯୪୧ ମସିହାର ଜୁଲାଇ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅମର ମାଝି ଓ ପତ୍ନୀଙ୍କ ନାମ ତିଳୋତ୍ତମା ମାଝି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଧନେଶ୍ୱର ମାଝି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ସ୍ୱତନ୍ତ୍ର ପାର୍ଟିଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ ।[୧] ୧୯୭୮ ମସିହାରେ ସେ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ଭାରତୀୟ ସଂସଦର ଉପର ସଦନ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୮୪ ମସିହାଯାଏଁ ରାଜ୍ୟ ସଭାର ସାଂସଦ ଭାବରେ ସେ କାର୍ଯ୍ୟ କରିଥିଲେ ।[୨][୩][୪][୫]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ନର୍ଲା ସ୍ୱତନ୍ତ୍ର ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ନର୍ଲା ସ୍ୱତନ୍ତ୍ର ପାର୍ଟି
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା କେସିଙ୍ଗା ଭାରତୀୟ ଜନତା ପାର୍ଟି
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା କେସିଙ୍ଗା ଭାରତୀୟ ଜନତା ପାର୍ଟି
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ନର୍ଲା ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Dhaneswar Majhi". odishaassembly.nic.in. Odisha Assembly. Retrieved 1 June 2021.
  2. "RAJYA SABHA MEMBERS BIOGRAPHICAL SKETCHES 1952 - 2003" (PDF). Rajya Sabha. Retrieved 19 September 2020.
  3. India. Parliament. Rajya Sabha (1983). Parliamentary Debates: Official Report. Rajya Sabha Secretariat. p. 285. Retrieved 19 September 2020.
  4. India. Parliament. Rajya Sabha (1982). Who's who. Rajya Sabha Secretariat. p. 145. Retrieved 19 September 2020.
  5. The Times of India Directory and Year Book Including Who's who. 1982. p. 818. Retrieved 19 September 2020.