Jump to content

ଧର୍ମ ନିକିତି

ଉଇକିପିଡ଼ିଆ‌ରୁ
(Dharma Nikitiରୁ ଲେଉଟି ଆସିଛି)
ଧର୍ମ ନିକିତି
ନିର୍ଦ୍ଦେଶକସଂଗ୍ରାମ ବିଶ୍ୱାଳ
ପ୍ରଯୋଜକଫେଲୁ ମହାନ୍ତି, କନ‌ୱାଲଜିତ୍ ସିଂହ
ସଂଳାପଶୀର୍ଷାନନ୍ଦ ଦାସ କାନୁନ୍‌ଗୋ
କଳାକାରସିଦ୍ଧାନ୍ତ ମହାପାତ୍ର, ମିହିର ଦାସ, ଦେବୁ ବ୍ରହ୍ମା, ସୁରେଶ ବଳ, ମୀନକେତନ
ସଙ୍ଗୀତଦୀପକ କୁମାର
ଚିତ୍ରଗ୍ରହଣଶାମ୍ବା ଶିବା ରାଓ
ସମ୍ପାଦକଏ. ଶ୍ରୀକର ପ୍ରସାଦ
ମୁକ୍ତିଲାଭ ତାରିଖ
୧୯୯୯
ଦେଶ ଭାରତ
ଭାଷାଓଡ଼ିଆ

ଧର୍ମ ନିକିତି, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[] ଫେଲୁ ମହାନ୍ତି ଓ କନ‌ୱାଲଜିତ୍ ସିଂହ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏହି କଥାଚିତ୍ରଟି ସଂଳାପ ରଚନା କରିଥିଲେ । ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[][]

ସିଦ୍ଧାନ୍ତ ମହାପାତ୍ର, ମିହିର ଦାସ, ଦେବୁ ବ୍ରହ୍ମା, ସୁରେଶ ବଳ, ମୀନକେତନ, ନମ୍ରତା ଦାସ, ସରୋଜ ଦାସ, ରାକେଶ ଜୈନ, ପ୍ରଦ୍ୟୁମ୍ନ ଲେଙ୍କା, ଶ୍ୱେତା ମଲ୍ଲିକ, ମାମିନା, ରବି ମିଶ୍ର, ସାତ୍ୟକି ମିଶ୍ର, ଉଷସୀ ମିଶ୍ର, ଅପରାଜିତା ମହାନ୍ତି, ଉତ୍ତମ ମହାନ୍ତି, ରାଇମୋହନ ପରିଡ଼ା, ଇନ୍ଦୁ ପାତ୍ର, ଅଦିକନ୍ତ ରାଉତ, କୁଳମଣି ସାହୁ, ଜୟୀରାମ ସାମଲ, ବ୍ରଜ ସିଂହ, ସୁମନ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ

[ସମ୍ପାଦନା]

କାହାଣୀ

[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଦୀପକ କୁମାରଶୀର୍ଷାନନ୍ଦ ଦାସ କାନୁନ୍‌ଗୋ, ଫେଲୁ ମହାନ୍ତି, ନିଜାମ୍ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ମହମଦ ଅଜିଜ୍, ସୋନୁ ନିଗମ, ପୂ୍ର୍ଣ୍ଣିମା, ମହମଦ ସାଜିଦ୍, କୁମାର ସାନୁ, ସାଧନା ସରଗମ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

କ୍ରମଗୀତସମୟ
  1. "ଓଲିଉଡ଼୍‍ରେ ଏକ ଲମ୍ବା ଇନିଂସ ଖେଳିବାକୁ ପ୍ରସ୍ତୁତ ଏହି ନାୟକ | Sambad". Sambad (in Odia). ଓଡ଼ିଶା. 9 September 2018. Archived from the original on 13 September 2018. Retrieved 10 September 2018.{{cite news}}: CS1 maint: unrecognized language (link)
  2. "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 March 2020. Retrieved 27 August 2018.
  3. "ସଂଗ୍ରାମଙ୍କ ସିନେମାରେ ନାହାନ୍ତି ବର୍ଷା". ନିର୍ଭୟ. 4 March 2023. p. 10. Archived from the original on 28 August 2023. Retrieved 28 August 2023.
  4. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.

ବାହାର ଆଧାର

[ସମ୍ପାଦନା]