ଧର୍ମ ସହିଲେ ହେଲା
ଦେଖଣା
(Dharma Sahile Helaରୁ ଲେଉଟି ଆସିଛି)
ଧର୍ମ ସହିଲେ ହେଲା | |
---|---|
ନିର୍ଦ୍ଦେଶକ | ମହମ୍ମଦ ମହସୀନ |
ପ୍ରଯୋଜକ | ଆର୍. କେ. ତିବେର୍ବାଲ୍ |
ଚିତ୍ରନାଟ୍ୟ | ବିଜୟ ମିଶ୍ର |
କଳାକାର | ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ଜ୍ୟୋତି ମିଶ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି |
ସଙ୍ଗୀତ | ମନ୍ମଥ ମିଶ୍ର |
ମୁକ୍ତିଲାଭ ତାରିଖ | ୨୦୦୧ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଧର୍ମ ସହିଲେ ହେଲା, ୨୦୦୧ରେ ମୁ୍କ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଆର୍. କେ. ତିବେର୍ବାଲ୍ । ବିଜୟ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ମହମ୍ମଦ ମହସୀନ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨]
ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ଜ୍ୟୋତି ମିଶ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ନମ୍ରତା ଦାସ, ରୁନୁ ପରିଜା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ସିଦ୍ଧାନ୍ତ ମହାପାତ୍ର[୩]
- ରଚନା ବାନାର୍ଜୀ
- ଜ୍ୟୋତି ମିଶ୍ର
- ଉତ୍ତମ ମହାନ୍ତି
- ଅପରାଜିତା ମହାନ୍ତି[୪]
- ବିଜୟ ମହାନ୍ତି
- ନମ୍ରତା ଦାସ
- ରୁନୁ ପରିଜା
କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମନ୍ମଥ ମିଶ୍ର ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|
ଆଧାର
[ସମ୍ପାଦନା]- ↑ "ଦୁଇ ଥର ଓଲିଉଡର ଏହି ଗୁରୁ-ଶିଷ୍ୟଙ୍କର ହୋଇଥିଲା ଟକ୍କର !". sambad.in. 9 January 2018. Retrieved 1 May 2018.
- ↑ "ମହସୀନ୍ଙ୍କ ନିର୍ଦ୍ଦେଶିତ କେବଳ ଗୋଟିଏ ଛବିରେ କାମ କରିଥିଲେ ମହାଶ୍ୱେତା". ସମ୍ବାଦ. 3 August 2017. Retrieved 1 May 2018.
- ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
- ↑ "ଏହି ରୂପରେ ପୁଣି ପସନ୍ଦ ଆସିବେ ଅପରାଜିତା ! | Sambad". Sambad (in Odia). ଓଡ଼ିଶା. 16 September 2018. Archived from the original on 18 September 2018. Retrieved 17 September 2018.
{{cite news}}
: CS1 maint: unrecognized language (link)
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ଧର୍ମ ସହିଲେ ହେଲା